Wednesday Horoscope: ବୁଧବାର ରାଶିଫଳ ( ୦୮-୦୪-୨୦୨୬)

Madhusudan Das Picture
Published On

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଲୋକସମ୍ପର୍କ ବୃଦ୍ଧି ପାଇବ। ଧର୍ମକର୍ମ ପ୍ରତି ମନ ବଳିବ।  କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାନସିକ ଏବଂ ଶାରୀରିକ ଥକ୍କା ଅନୁଭବ କରିପାରନ୍ତି।  

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୩-୦୪-୨୦୨୬ )

ବୃଷ: ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ଅଟକି ଥିବା ଧନ ମିଳିପାରେ। ଭାଇ ଭାଇଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇପାରେ।  ଧୈର୍ଯ୍ୟ ରଖି ଚାଲନ୍ତୁ। ଅତିଥି ସତ୍କାର କରିପାରନ୍ତି। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୦୨-୦୪-୨୦୨୬ )

ମିଥୁନ: ଅଫିସ୍‌ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। 

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୪-୦୪-୨୦୨୬)

କର୍କଟ: ଅଟକି ରହିଥିବା କାର୍ଯ୍ୟ ପୂରା ହୋଇପାରେ। ସକାରାତ୍ମକ ଚିନ୍ତାଧାରାରୁ ଦିନ ଆରମ୍ଭ କରନ୍ତୁ। ମହିଳାମାନେ ଘର କାମରେ  ବ୍ୟସ୍ତ ରହିବେ। ବ୍ୟକ୍ତିଗତ କଥା କାହା ଆଗେ ପ୍ରକାଶ କରନ୍ତୁନି। 

ସିଂହ: ଘରୋଇ ସମସ୍ୟାର ସମାଧାନ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ଦାନ ଧର୍ମ କରନ୍ତୁ। 

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  ରାଜନୀତିରେ ସାମିଲ ହେବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ନକାରାତ୍ମକ ଚିନ୍ତାଧାରା ଛାଡ଼ନ୍ତୁ। ଅଫିସ୍‌ କର୍ମଚାରୀଙ୍କ ସହଯୋଗ ମିଳିପାରେ। ଉଧାର ଟଙ୍କା ଫେରିପାଇବେ। 

ବିଛା: ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଯୋଜନା ମୁତାବକ କାମ କରନ୍ତୁ। କର୍ମଚଞ୍ଚଳ ରହିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ। 

ଧନୁ: ଦୀର୍ଘ ଦିନର ଆଶା ପୂରଣ ହେବ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିପାରେ। ଭାବିଚିନ୍ତି କଥା କୁହନ୍ତୁ। ରାଜନେତାଙ୍କ ପାଇଁ ଦିନଟି ଭଲ। ସମାଜସେବାରେ ନିଜକୁ ନିୟୋଜିତ କରିବେ। 

ମକର: ଦିନଟି ବ୍ୟସ୍ତ ଭିତରେ କଟିବ। ଅଚାନକ ଖର୍ଚ୍ଚ ବଢ଼ିପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିପାରେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗି ପାରନ୍ତି। ଆଇଟି କର୍ମଚାରୀଙ୍କୁ ସଫଳତା ମିଳିବ। 

କୁମ୍ଭ: ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ । ମାନସିକ ଶାନ୍ତି ପାଇଁ ଯୋଗ ବା ପ୍ରାଣାୟମ କରନ୍ତୁ।  ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

ମୀନ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ନୂତନ ବ୍ୟବସାୟରୁ ଲାଭ ମିଳିପାରେ। ବିଦ୍ୟାର୍ଥୀ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

08 Apr 2026 By Madhusudan Das

Wednesday Horoscope: ବୁଧବାର ରାଶିଫଳ ( ୦୮-୦୪-୨୦୨୬)

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଲୋକସମ୍ପର୍କ ବୃଦ୍ଧି ପାଇବ। ଧର୍ମକର୍ମ ପ୍ରତି ମନ ବଳିବ।  କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାନସିକ ଏବଂ ଶାରୀରିକ ଥକ୍କା ଅନୁଭବ କରିପାରନ୍ତି।  

ବୃଷ: ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ଅଟକି ଥିବା ଧନ ମିଳିପାରେ। ଭାଇ ଭାଇଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇପାରେ।  ଧୈର୍ଯ୍ୟ ରଖି ଚାଲନ୍ତୁ। ଅତିଥି ସତ୍କାର କରିପାରନ୍ତି। 

ମିଥୁନ: ଅଫିସ୍‌ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। 

କର୍କଟ: ଅଟକି ରହିଥିବା କାର୍ଯ୍ୟ ପୂରା ହୋଇପାରେ। ସକାରାତ୍ମକ ଚିନ୍ତାଧାରାରୁ ଦିନ ଆରମ୍ଭ କରନ୍ତୁ। ମହିଳାମାନେ ଘର କାମରେ  ବ୍ୟସ୍ତ ରହିବେ। ବ୍ୟକ୍ତିଗତ କଥା କାହା ଆଗେ ପ୍ରକାଶ କରନ୍ତୁନି। 

ସିଂହ: ଘରୋଇ ସମସ୍ୟାର ସମାଧାନ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ଦାନ ଧର୍ମ କରନ୍ତୁ। 

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  ରାଜନୀତିରେ ସାମିଲ ହେବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ନକାରାତ୍ମକ ଚିନ୍ତାଧାରା ଛାଡ଼ନ୍ତୁ। ଅଫିସ୍‌ କର୍ମଚାରୀଙ୍କ ସହଯୋଗ ମିଳିପାରେ। ଉଧାର ଟଙ୍କା ଫେରିପାଇବେ। 

ବିଛା: ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଯୋଜନା ମୁତାବକ କାମ କରନ୍ତୁ। କର୍ମଚଞ୍ଚଳ ରହିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ। 

ଧନୁ: ଦୀର୍ଘ ଦିନର ଆଶା ପୂରଣ ହେବ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିପାରେ। ଭାବିଚିନ୍ତି କଥା କୁହନ୍ତୁ। ରାଜନେତାଙ୍କ ପାଇଁ ଦିନଟି ଭଲ। ସମାଜସେବାରେ ନିଜକୁ ନିୟୋଜିତ କରିବେ। 

ମକର: ଦିନଟି ବ୍ୟସ୍ତ ଭିତରେ କଟିବ। ଅଚାନକ ଖର୍ଚ୍ଚ ବଢ଼ିପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିପାରେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗି ପାରନ୍ତି। ଆଇଟି କର୍ମଚାରୀଙ୍କୁ ସଫଳତା ମିଳିବ। 

କୁମ୍ଭ: ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ । ମାନସିକ ଶାନ୍ତି ପାଇଁ ଯୋଗ ବା ପ୍ରାଣାୟମ କରନ୍ତୁ।  ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

ମୀନ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ନୂତନ ବ୍ୟବସାୟରୁ ଲାଭ ମିଳିପାରେ। ବିଦ୍ୟାର୍ଥୀ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp