ବୁଧବାର ରାଶିଫଳ ( ୧୧- ୧୨ – ୨୦୨୪ )
ମେଷ: ଅଫିସ୍ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ। ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ […]
ମେଷ: ଅଫିସ୍ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ।
ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ।
ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। କଳା ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି।
କର୍କଟ: ଦାନଧର୍ମରେ ଦିନଟି ଅତିବାହିତ କରିବେ। ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। କାର୍ଯ୍ୟ କ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ମାର୍ଗଦର୍ଶନରେ ପରିଚାଳିତ ହେବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ସେଲ୍ସ ମାର୍କେଟିଂ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। କାର୍ଯ୍ୟଧାରାରେ ପରିବର୍ତ୍ତନ ଆଣିବେ। ଅତିଥି ସତ୍କାର କରିପାରନ୍ତି।
କନ୍ୟା: ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ଅଚାନକ ଖୁସି ଖବର ପାଇପାରନ୍ତି।
ବିଛା:ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ଓ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। କୌଣସି କଥାକୁ ନେଇ ସମାଲୋଚିତ ହୋଇପାରନ୍ତି।
ଧନୁ: କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। ସମସ୍ୟାରେ ପଡ଼ିପାରନ୍ତି। ପରିଶ୍ରମ ଅନୁସାରେ ସଫଳତା ମିଳିବ। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ। ଉଧାର ଟଙ୍କା ଫେରି ପାଇବେ।
ମକର: ବିବାହ ପ୍ରସ୍ତାବ ଆସିବ। ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ଅଧିକ ଚିନ୍ତା କରିବେ ନାହିଁ। ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ନୂତନ ପ୍ରୋଜେକ୍ଟ ମିଳିପାରେ।
କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହେବେ।
ମୀନ: ମାନସିକ ଶାନ୍ତି ପାଇବେ। ଅଫିସ୍ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇପାରନ୍ତି। ଅଯଥା ଖର୍ଚ୍ଚ କରନ୍ତୁନି।