କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ

Madhusudan Das Picture
Published On

ମେଷ: ରବି, ସୋମବାରରେ କୋର୍ଟକଚେରି ମାମଲାରେ ପଡ଼ିଯାଇପାରନ୍ତି। ମଙ୍ଗଳ, ବୁଧବାରରେ ଆୟର ନୂତନ ସ୍ରୋତ ଉନ୍ମୋଚନ ହେବ। ଧନ ସମ୍ପତ୍ତି ବୃଦ୍ଧି ପାଇବ। ଗୁରୁ, ଶୁକ୍ର, ଶନିବାରରେ କଠିନ ପରିଶ୍ରମର ଫଳ ପାଇବେ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୫-୦୬-୨୦୨୬ )

ବୃଷ:  ରବି, ସୋମବାରରେ ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ। ମଙ୍ଗଳ, ବୁଧବାରରେ ଆର୍ଥିକ କ୍ଷେତ୍ରରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଗୁରୁ ଶୁକ୍ର, ଶନିବାରରେ  ଗୁରୁଜନଙ୍କ ପରାମର୍ଶ କ୍ରମେ ନିଷ୍ପତ୍ତି ନିଅନ୍ତୁ। ମହିଳାମାନେ  ଅବହେଳାର ଶିକାର ହେବେ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୯-୦୬-୨୦୨୬ )

ମିଥୁନ: ରବି, ସୋମବାରରେ ପରିଶ୍ରମର ଫଳ ପାଇବେ। ମଙ୍ଗଳ, ବୁଧବାରରେ  ସମସ୍ୟା ସମାଧାନର ରାସ୍ତା ପାଇବେ। ବନ୍ଧୁବାନ୍ଧବଙ୍କ ସଂପୂର୍ଣ୍ଣ ସହଯୋଗ ପାଇବେ। ଗୁରୁ, ଶୁକ୍ର, ଶନିବାରରେ ବ୍ୟବସାୟରେ ସମସ୍ୟା  ଦେଖାଦେବ। ହେବାକୁ ଯାଉଥିବା କାମ ବିଗିଡ଼ି ଯାଇପାରେ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୧୦-୦୬-୨୦୨୬)

କର୍କଟ: ରବି, ସୋମବାରରେ ନିଜ ଲକ୍ଷ୍ୟରେ ଧ୍ୟାନ କେନ୍ଦ୍ରିତ କରିବେ। ମଙ୍ଗଳ, ବୁଧବାରରେ ତରବରିଆ ଭାବରେ ନିଷ୍ପତ୍ତି ନେବାରୁ ଦୂରେଇ ରୁହନ୍ତୁ। ବିଭିନ୍ନ କ୍ଷେତ୍ରରୁ ମିଶ୍ରିତ ଫଳ ପାଇବେ। ଗୁରୁ, ଶୁକ୍ର, ଶନିବାରରେ ବ୍ୟବସାୟିକ ସମସ୍ୟା ଦେଖାଦେଇପାରେ।

ସିଂହ: ରବି, ସୋମବାରରେ  ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ମଙ୍ଗଳ, ବୁଧବାରରେ  କୌଣସି ଖବର ପାଇ ଉତ୍ସାହିତ ରହିବେ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ଗୁରୁ, ଶୁକ୍ର, ଶନିବାରରେ ଧର୍ମାଦି କାର୍ଯ୍ୟରେ  ମନ ବଳାଇବେ। ମହିଳାମାନେ ଚଳଚଞ୍ଚଳ ରହିବେ।

କନ୍ୟା: ରବି, ସୋମବାରରେ ପଦୋନ୍ନତିର ଯୋଗ ରହିଛି। କର୍ମକ୍ଷେତ୍ରରେ ଦାୟିତ୍ବ ବୃଦ୍ଧି ହେବ।  ମାନସମ୍ମାନର ଅଧିକାରୀ ହେବେ। ମଙ୍ଗଳ, ବୁଧବାରରେ ପରିବାର ସହ ତୀର୍ଥସ୍ଥାନ ଦର୍ଶନ କରିବାକୁ ଯାଇପାରନ୍ତି। ଗୁରୁ, ଶୁକ୍ର, ଶନିବାରରେ ନୂତନ ସାହସ ସଂଚାର କରି ଆଗକୁ ବଢ଼ିବେ।

ତୁଳା: ରବି, ସୋମବାରରେ ଶାରୀରିକ ଅସୁସ୍ଥତା ପାଇଁ ଖର୍ଚ୍ଚାନ୍ତରେ ପଡ଼ିଯାଇପାରନ୍ତି।  ମଙ୍ଗଳ, ବୁଧବାରରେ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ ଅନ୍ୟ ଉପରେ ନିର୍ଭରଶୀଳ ହେବେ। ଗୁରୁ, ଶୁକ୍ର, ଶନିବାରରେ ନିଜ ବୁଦ୍ଧି ବଳରେ ସଫଳତା ପାଇବେ।

ବିଛା: ରବି, ସୋମବାରରେ ସାଙ୍ଗସାଥୀଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମଙ୍ଗଳ, ବୁଧବାରରେ ଛୋଟ ଛୋଟ କଥାକୁ ନେଇ ଚିନ୍ତାରେ ପଡ଼ିଯାଇ ପାରନ୍ତି। ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରେ। ଗୁରୁ ,ଶୁକ୍ର, ଶନିବାରରେ  ଛାତ୍ରଛାତ୍ରୀମାନେ କ୍ୟାରିୟର ପାଇଁ ନୂତନ ସୁଯୋଗ ପାଇବେ।

ଧନୁ: ରବି, ସୋମବାରରେ ଭବିଷ୍ୟତ ପାଇଁ ନୂତନ ଯୋଜନା କରିବେ। ମଙ୍ଗଳ, ବୁଧବାରରେ ମନର ଶାନ୍ତି ପାଇଁ ଏକୁଟିଆ ରହିବାକୁ ପସନ୍ଦ କରିବେ। ଗୁରୁ ,ଶୁକ୍ର, ଶନିବାରରେ ଉଚ୍ଚ ବିଚାର ଏବଂ ସକାରାତ୍ମକ ଚିନ୍ତାଧାରା ଧରି ଆଗକୁ ବଢ଼ିବେ।  

ମକର: ରବି, ସୋମବାରରେ ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିେବ।  ମଙ୍ଗଳ, ବୁଧବାରରେ ଶୁଭ ସମାଚାର ପାଇପାରନ୍ତି। ଗୁରୁ, ଶୁକ୍ର, ଶନିବାରରେ ଭୂ-ସଂପତ୍ତି କ୍ରୟ କରିପାରନ୍ତି। ପାରିବାରିକ ମିଳାମିଶା ଓ ସୁଖସମୃଦ୍ଧି ବୃଦ୍ଧି ପାଇବ। 

କୁମ୍ଭ: ରବି, ସୋମବାରରେ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ । ମଙ୍ଗଳ, ବୁଧବାରରେ ଉତ୍ସାହିତ ହୋଇ ଅଯଥା ଖର୍ଚ୍ଚ କରିପାରନ୍ତି। ଗୁରୁ, ଶୁକ୍ର, ଶନିବାରରେ  ଭାଙ୍ଗିଯାଇଥିବା ସମ୍ପର୍କ ପୁନଶ୍ଚ ଯୋଡ଼ି ହୋଇଯିବ। ଭ୍ରମଣ ଯୋଗ ରହିଛି।

ମୀନ: ରବି, ସୋମବାରରେ ଅଯଥା ଚିନ୍ତା କରି ମାନସିକ ଅବସାଦରେ ରହିପାରନ୍ତି। ମଙ୍ଗଳ, ବୁଧବାରରେ ଧାର୍ମିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଗୁରୁ, ଶୁକ୍ର, ଶନିବାରରେ ନୂତନ ସମ୍ପର୍କରେ ବାନ୍ଧି ହୋଇପାରନ୍ତି। ପରିବାରରେ ଅଶାନ୍ତି ଲାଗି ରହିବ। 

02 Nov 2025 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp