କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

Madhusudan Das Picture
Published On

ମେଷ: ରବି, ସୋମବାରରେ ଯୋଜନା କରି ସଫଳ ହେବେ। ସନ୍ତାନସନ୍ତତି ଉନ୍ନତି କରିବେ। ମଙ୍ଗଳ, ବୁଧବାରରେ କର୍ମତତ୍ପର ହୋଇ ସମସ୍ତ କାର୍ଯ୍ୟ ସୁଚାରୁରୂପରେ ତୁଲାଇବେ। ଗୁରୁ, ଶୁକ୍ର, ଶନିବାରରେ ସମ୍ପର୍କରେ ସୁଦୃଢ଼ତା ଦେଖାଦେବ। ଦୂରଯାତ୍ରା ଯୋଗ ରହିଛି।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୧-୦୬-୨୦୨୬)

ବୃଷ: ରବି, ସୋମବାରରେ ଗୁରୁଜନଙ୍କ ପରାମର୍ଶ ଲୋଡ଼ିବେ। ଛାତ୍ରଛାତ୍ରୀମାନଙ୍କ ମନ ଚଳଚଞ୍ଚଳ ରହିବ। ମଙ୍ଗଳ, ବୁଧବାରରେ ବିଭିନ୍ନ ଉପାୟରେ ଆୟ କରିବେ। ଗୁରୁ, ଶୁକ୍ର, ଶନିବାରରେ ଅବହେଳାର ଶିକାର ହେବେ। ଅତ୍ୟଧିକ କାର୍ଯ୍ୟ କରି ଅସୁସ୍ଥ ମନେ କରିବେ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୨-୦୬-୨୦୨୬ )

ମିଥୁନ: ରବି, ସୋମବାରରେ କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ। ଦୂରଯାତ୍ରା କରିପାରନ୍ତି। ମଙ୍ଗଳ,ବୁଧବାରରେ ବିଭିନ୍ନ କ୍ଷେତ୍ରରେ ଅର୍ଥପ୍ରାପ୍ତି। ଗୁରୁ, ଶୁକ୍ର, ଶନିବାରରେ ଉଚ୍ଚ ସମ୍ମାନ ପାଇବେ। ପଡ଼ୋଶୀଙ୍କ ସହଯୋଗ ମିଳିବ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୦୩-୦୬-୨୦୨୬)

କର୍କଟ: ରବି, ସୋମବାରରେ କର୍ମକ୍ଷେତ୍ରରେ  ବିଳମ୍ବିତ କାର୍ଯ୍ୟ କରି ଅପଦସ୍ତ ହେବେ। ଅଭାବ ଓ ଅସୁବିଧା ଦେଖାଦେଇପାରେ। ମଙ୍ଗଳ, ବୁଧବାରରେ ଗୁରୁଜନଙ୍କ ସହଯୋଗ ମିଳିବ। ଗୁରୁ, ଶୁକ୍ର, ଶନିବାରରେ ଶତ୍ରୁହାନି। ବ୍ୟବସାୟିକ ପ୍ରସାର ଘଟିବ। 

ସିଂହ: ରବି, ସୋମବାରରେ ଧର୍ମାଦି କାର୍ଯ୍ୟରେ ମନଦେବେ। ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। ମଙ୍ଗଳ, ବୁଧବାରରେ ଦୃଢ଼ମନା ହୋଇ କାର୍ଯ୍ୟ କରିବେ। ଗୁରୁ, ଶୁକ୍ର, ଶନିବାରରେ ଆୟବୃଦ୍ଧିର ନୂତନ ପଥ ଉନ୍ମୋଚନ ହେବ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋନିବେଶ କରିବେ।

କନ୍ୟା: ରବି, ସୋମବାରରେ କର୍ମକ୍ଷେତ୍ରରେ ମାନମର୍ଯ୍ୟାଦା ବୃଦ୍ଧି ପାଇବ। ମଙ୍ଗଳ, ବୁଧବାରରେ କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଯୋଗ ରହିଛି। ଗୁରୁ, ଶୁକ୍ର, ଶନିବାରରେ ବ୍ୟସ୍ତବିବ୍ରତ ଅନୁଭବ କରିବେ। ସ୍ବପ୍ନ ପୂରଣ ପାଇଁ ଚେଷ୍ଟା କରିବେ।

ତୁଳା: ରବି, ସୋମବାରରେ ଆର୍ଥିକ ସମୃଦ୍ଧି ଦେଖାଦେବ। ଉଚ୍ଚ ଆଶା ସଫଳ ହେବ। ମଙ୍ଗଳ, ବୁଧବାରରେ  ଅଭାବ ଓ ଅସୁବିଧା ଲାଗି ରହିବ। ଗୁରୁ, ଶୁକ୍ର,  ଶନିବାରରେ ଜୀବନସାଥୀଙ୍କଠାରୁ ସୁଖଶାନ୍ତି ଆଶା କରିବେ। ବ୍ୟବସାୟିକ ଉନ୍ନତି ହେବ। 

ବିଛା: ରବି, ସୋମବାରରେ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ବ୍ୟସ୍ତତା ଭିତରେ ରହିବେ। ମଙ୍ଗଳ,ବୁଧବାରରେ ଅସହଯୋଗର ଶିକାର ହେବେ। ଗୁରୁ, ଶୁକ୍ର, ଶନିବାରରେ ଦୃଢ଼ମନା ହେବେ। ସମୟ ସହ ନିଜକୁ ପରିବର୍ତ୍ତନ କରିବେ।  

ଧନୁ: ରବି, ସୋମବାରରେ ଶତ୍ରୁର କୂଟଚକ୍ରାନ୍ତର ଶିକାର ହେବେ। କାର୍ଯ୍ୟହାନି ଦେଖାଦେବ। ମଙ୍ଗଳ, ବୁଧବାରରେ ପରିଶ୍ରମର ଫଳପ୍ରାପ୍ତି ହେବ। ଗୁରୁ,ଶୁକ୍ର, ଶନିବାରରେ କର୍ମକ୍ଷେତ୍ରରେ ଉନ୍ନତି କରିବେ। ମାନସମ୍ମାନ ପ୍ରାପ୍ତି  ହେବେ।

ମକର: ରବି, ସୋମବାରରେ କ୍ରୋଧାନ୍ବିତ ହୋଇ କାର୍ଯ୍ୟ କରି କଷ୍ଟ ପାଇବେ। ଆର୍ଥିକ ସ୍ବଚ୍ଛଳତା ଦେଖାଦେବେ। ମଙ୍ଗଳ, ବୁଧବାରରେ ପରିବାରଠାରୁ ସୁଖଶାନ୍ତି ଆଶା କରିବେ। ଗୁରୁ,ଶୁକ୍ର, ଶନିବାରରେ ଋଣଗ୍ରସ୍ତ ହୋଇ ଚିନ୍ତିତ ରହିବେ। ବ୍ୟବସାୟିକ ହାନି ହୋଇପାରେ।

କୁମ୍ଭ: ରବି, ସୋମବାରରେ ଉଚ୍ଚସମ୍ମାନର ଅଧିକାରୀ ହେବେ। ଭାଇଭଉଣୀଙ୍କ  ସହଯୋଗ ମିଳିବ। ମଙ୍ଗଳ, ବୁଧବାରରେ ଠକାମିରେ ପଡ଼ିପାରନ୍ତି । ଗୁରୁ, ଶୁକ୍ର, ଶନିବାରରେ ପରିଶ୍ରମ ମୁତାବକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ଯାତ୍ରା ଯୋଗ ରହିଛି।

ମୀନ: ରବି, ସୋମବାରରେ ବୃଥାଭ୍ରମଣ କରି ଅସୁସ୍ଥ ମନେ କରିବେ। ସମସ୍ୟାରେ ପଡ଼ିଯାଇ ପାରନ୍ତି। ମଙ୍ଗଳ,ବୁଧବାରରେ କର୍ମକ୍ଷେତ୍ରରେ ସମୟ ଅନୁସାରେ କାର୍ଯ୍ୟ ପୂରଣ କରିବେ। ଗୁରୁ,ଶୁକ୍ର, ଶନିବାରରେ ବନ୍ଧୁବାନ୍ଧବଙ୍କଠାରୁ ସହଯୋଗ ପାଇ ଆଗକୁ ବଢ଼ିବେ। 

07 Jun 2026 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp