ବାଣ ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ତିନିଜଣ ଗୁରୁତର

The Sakala Picture
Published On

ଖମାର :  ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ସେହି ଗ୍ରାମର ତ୍ରିପୁର ବେହେରା । ସୂଚନା ଅନୁସାରେ ଆଗକୁ ଦୀପାବଳି ଥିବା ବେଳେ ଆଜି ସକାଳୁ ଘରେ ବାଣ ଭିଡୁଥିଲେ । ତେବେ କୌଣସି କାରଣ ବଶତଃ ହଠାତ୍ ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣ ଏତେ ଭୟଙ୍କର […]

ଖମାର :  ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ସେହି ଗ୍ରାମର ତ୍ରିପୁର ବେହେରା । ସୂଚନା ଅନୁସାରେ ଆଗକୁ ଦୀପାବଳି ଥିବା ବେଳେ ଆଜି ସକାଳୁ ଘରେ ବାଣ ଭିଡୁଥିଲେ ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ବିଭାଗ SSB ପକ୍ଷରୁ ପିଜି ପ୍ରବେଶିକା ପରୀକ୍ଷା ସୂଚୀ ପ୍ରକାଶିତ, ମେ' ୫ରୁ ୧୬ ପର୍ଯ୍ୟନ୍ତ ହେବ ପରୀକ୍ଷା

ତେବେ କୌଣସି କାରଣ ବଶତଃ ହଠାତ୍ ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଘରର ଛପର ଉଡିଯାଇଥିଲା । ଆହତ ମାନଙ୍କୁ ପ୍ରଥମେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ଅନୁଗୁଳ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଖମାର ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଏହି ବାଣ କାରଖାନା ଆଇନ୍ ସମ୍ମତ ଥିଲା ନା ବେଆଇନ ଭାବରେ ଚାଲିଥିଲା ତାହା ସନ୍ଦେହ ଘେରରେ ଅଛି ।

ଆହୁରି ପଢ଼ନ୍ତୁ: ଯାଜପୁରରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ଅପରାଧୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଏସପିଙ୍କୁ ଭେଟିଲା ବିଜେଡି ଟିମ୍

21 Oct 2022 By The Sakala

ବାଣ ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ତିନିଜଣ ଗୁରୁତର

ଖମାର :  ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ସେହି ଗ୍ରାମର ତ୍ରିପୁର ବେହେରା । ସୂଚନା ଅନୁସାରେ ଆଗକୁ ଦୀପାବଳି ଥିବା ବେଳେ ଆଜି ସକାଳୁ ଘରେ ବାଣ ଭିଡୁଥିଲେ ।

ତେବେ କୌଣସି କାରଣ ବଶତଃ ହଠାତ୍ ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଘରର ଛପର ଉଡିଯାଇଥିଲା । ଆହତ ମାନଙ୍କୁ ପ୍ରଥମେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ଅନୁଗୁଳ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଖମାର ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଏହି ବାଣ କାରଖାନା ଆଇନ୍ ସମ୍ମତ ଥିଲା ନା ବେଆଇନ ଭାବରେ ଚାଲିଥିଲା ତାହା ସନ୍ଦେହ ଘେରରେ ଅଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର