ବିଲରେ କାମ ସାରି ଘରକୁ ଫେରୁଥିବା ବେଳେ ବଜ୍ରାଘାତ, ଜଣେ ମହିଳା ମୃତ ଓ ୨ ଗୁରୁତର

The Sakala Picture
Published On

ଉମରକୋଟ: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ବକଡ଼ାବେଡା ପଞ୍ଚାୟତର ତେନ୍ତୁଲିଗାଁ ଛକରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବଜ୍ରାଘାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ  ଗୁରୁତର ହୋଇଛନ୍ତି। ମୃତ ମହିଳାଙ୍କ ନାଁ ନବିନା ଭତ୍ରା(୩୦) ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଟେଣ୍ଡକାଗୁଡା ଗ୍ରାମର ନବିନା ଭତ୍ରା ଏବଂ ବୁଧୁବାରି ଭତ୍ରା(୪୦) ସହ ଝିଅ ତୁଳସୀ ନିଜ ଧାନ ଜମିରେ କାମ କରିବା ପାଇଁ ଯାଇଥିଲେ। କାମ ସାରି ଅପରାହ୍ଣରେ ଘରକୁ ଫେରିବା […]

ଉମରକୋଟ: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ବକଡ଼ାବେଡା ପଞ୍ଚାୟତର ତେନ୍ତୁଲିଗାଁ ଛକରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବଜ୍ରାଘାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ  ଗୁରୁତର ହୋଇଛନ୍ତି। ମୃତ ମହିଳାଙ୍କ ନାଁ ନବିନା ଭତ୍ରା(୩୦) ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

ସୂଚନା ଅନୁଯାୟୀ, ଟେଣ୍ଡକାଗୁଡା ଗ୍ରାମର ନବିନା ଭତ୍ରା ଏବଂ ବୁଧୁବାରି ଭତ୍ରା(୪୦) ସହ ଝିଅ ତୁଳସୀ ନିଜ ଧାନ ଜମିରେ କାମ କରିବା ପାଇଁ ଯାଇଥିଲେ। କାମ ସାରି ଅପରାହ୍ଣରେ ଘରକୁ ଫେରିବା ସମୟରେ ତେନ୍ତୁଲିଗାଁ ଛକ ନିକଟରେ ବଜ୍ରପାତ ହୋଇଥିଲା। ଫଳରେ ନବିନାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ମା ଏବଂ ଝିଅ ଗୁରୁତର ହୋଇଯାଇଥିଲେ। ଖବର ପାଇ ପରିବାର ଲୋକ ଗୁରୁତର ଅବସ୍ଥାରେ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

24 Sep 2023 By The Sakala

ବିଲରେ କାମ ସାରି ଘରକୁ ଫେରୁଥିବା ବେଳେ ବଜ୍ରାଘାତ, ଜଣେ ମହିଳା ମୃତ ଓ ୨ ଗୁରୁତର

ଉମରକୋଟ: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ବକଡ଼ାବେଡା ପଞ୍ଚାୟତର ତେନ୍ତୁଲିଗାଁ ଛକରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବଜ୍ରାଘାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ  ଗୁରୁତର ହୋଇଛନ୍ତି। ମୃତ ମହିଳାଙ୍କ ନାଁ ନବିନା ଭତ୍ରା(୩୦) ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଟେଣ୍ଡକାଗୁଡା ଗ୍ରାମର ନବିନା ଭତ୍ରା ଏବଂ ବୁଧୁବାରି ଭତ୍ରା(୪୦) ସହ ଝିଅ ତୁଳସୀ ନିଜ ଧାନ ଜମିରେ କାମ କରିବା ପାଇଁ ଯାଇଥିଲେ। କାମ ସାରି ଅପରାହ୍ଣରେ ଘରକୁ ଫେରିବା ସମୟରେ ତେନ୍ତୁଲିଗାଁ ଛକ ନିକଟରେ ବଜ୍ରପାତ ହୋଇଥିଲା। ଫଳରେ ନବିନାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ମା ଏବଂ ଝିଅ ଗୁରୁତର ହୋଇଯାଇଥିଲେ। ଖବର ପାଇ ପରିବାର ଲୋକ ଗୁରୁତର ଅବସ୍ଥାରେ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର