ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ, ଜଣେ ନକ୍ସଲ ନିହତ

The Sakala Picture
Published On

ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ଏନକାଣ୍ଟର। ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ଜଣେ ନକ୍ସଲଙ୍କ ମୃତ୍ୟୁ ଘଟିଛି। ବୁର୍କାଲଙ୍କା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପା କରି ରହିଥିବା ନେଇ ପୁଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଡିଆରଜି ବାହିନୀ ପକ୍ଷରୁ ଆଜି ସକାଳେ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଜବାନଙ୍କୁ ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳି ଚାଳନ କରିଥିଲେ। […]

ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ଏନକାଣ୍ଟର। ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ଜଣେ ନକ୍ସଲଙ୍କ ମୃତ୍ୟୁ ଘଟିଛି। ବୁର୍କାଲଙ୍କା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପା କରି ରହିଥିବା ନେଇ ପୁଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଡିଆରଜି ବାହିନୀ ପକ୍ଷରୁ ଆଜି ସକାଳେ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଜବାନଙ୍କୁ ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳି ଚାଳନ କରିଥିଲେ। ପରେ ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ। ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଥିବାବେଳେ ଜଣେ ହାଡକୋର ମାଓବାଦୀଙ୍କ ମୃତ ଦେହ ଠାବ ହୋଇଛି। ଘଟଣା ସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

24 Feb 2024 By The Sakala

ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ, ଜଣେ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ଏନକାଣ୍ଟର। ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ଜଣେ ନକ୍ସଲଙ୍କ ମୃତ୍ୟୁ ଘଟିଛି। ବୁର୍କାଲଙ୍କା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପା କରି ରହିଥିବା ନେଇ ପୁଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଡିଆରଜି ବାହିନୀ ପକ୍ଷରୁ ଆଜି ସକାଳେ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଜବାନଙ୍କୁ ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳି ଚାଳନ କରିଥିଲେ। ପରେ ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ। ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଥିବାବେଳେ ଜଣେ ହାଡକୋର ମାଓବାଦୀଙ୍କ ମୃତ ଦେହ ଠାବ ହୋଇଛି। ଘଟଣା ସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

https://www.thesakala.in/latest-odisha-news/1-hardcore-naxal-killed-in-encounter-chhattisgarh/article-30163
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର