ପୁଲିସ ଓ ମାଓବାଦୀ ମଧ୍ଯରେ ଗୁଳିବିନିମୟ: ଜଣେ ହାର୍ଡକୋର ମାଓବାଦୀ ନିହତ

The Sakala Picture
Published On

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁରରେ ପୁଲିସ ଓ ମାଓବାଦୀଙ୍କ ମଧ୍ଯରେ ଗୁଳିବିନିମୟ ଘଟିଛି। ପୁଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା । ମୃତ ମାଓବାଦୀ ଜଣକ ହେଉଛନ୍ତି ବିଜାପୁର ନକ୍ସଲ ସଙ୍ଗଠନର ଡେପୁଟି କମାଣ୍ଡର ରିତେଶ ପୁନେମ । ଘଟଣା ସ୍ଥଳରୁ ବହୁ ପରିମାଣର ବିସ୍ପୋରୋକ ସହ ମାଓ ସାମଗ୍ରୀ ଜବତ କରିଛି ପୁଲିସ । ମାଓବାଦୀଙ୍କ ପାଲଟା ଗୁଳିବିମିମୟରେ ଜଣେ ଯବାନ ଆହତ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ନିହତ ହୋଇଥିବା […]

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁରରେ ପୁଲିସ ଓ ମାଓବାଦୀଙ୍କ ମଧ୍ଯରେ ଗୁଳିବିନିମୟ ଘଟିଛି। ପୁଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା । ମୃତ ମାଓବାଦୀ ଜଣକ ହେଉଛନ୍ତି ବିଜାପୁର ନକ୍ସଲ ସଙ୍ଗଠନର ଡେପୁଟି କମାଣ୍ଡର ରିତେଶ ପୁନେମ । ଘଟଣା ସ୍ଥଳରୁ ବହୁ ପରିମାଣର ବିସ୍ପୋରୋକ ସହ ମାଓ ସାମଗ୍ରୀ ଜବତ କରିଛି ପୁଲିସ । ମାଓବାଦୀଙ୍କ ପାଲଟା ଗୁଳିବିମିମୟରେ ଜଣେ ଯବାନ ଆହତ ହୋଇଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

ସୂଚନା ଅନୁଯାୟୀ, ନିହତ ହୋଇଥିବା ମାଓବାଦୀଙ୍କ ନାଁରେ ଛତିଶଗଡ ସରକାର ତିନି ଲକ୍ଷ ଟଙ୍କା ପୁରଷ୍କାର ରାଶି ଘୋଷଣା କରିଥିଲେ। ବିଜାପୁରର କେକା ଓ ମେସଲା ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରି ରହିଥିବା ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏନେଇ ଡିଆରଜି ଓ ସିଆରପିଏଫ୍ ବାହିନୀ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଯବାନ ମାନଙ୍କ ଗୁଳି ବିନିମୟରେ ମାଓବାଦୀ ନିହତ ହୋଇଛନ୍ତି। ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ଜାରି ରହିଥିଲା । ଫଳରେ ଅନେକ ମାଓବାଦୀ ଘଟଣା ସ୍ଥଳ ଛାଡି ପଳାଇଛନ୍ତି । ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳରରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

11 Mar 2022 By The Sakala

ପୁଲିସ ଓ ମାଓବାଦୀ ମଧ୍ଯରେ ଗୁଳିବିନିମୟ: ଜଣେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁରରେ ପୁଲିସ ଓ ମାଓବାଦୀଙ୍କ ମଧ୍ଯରେ ଗୁଳିବିନିମୟ ଘଟିଛି। ପୁଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା । ମୃତ ମାଓବାଦୀ ଜଣକ ହେଉଛନ୍ତି ବିଜାପୁର ନକ୍ସଲ ସଙ୍ଗଠନର ଡେପୁଟି କମାଣ୍ଡର ରିତେଶ ପୁନେମ । ଘଟଣା ସ୍ଥଳରୁ ବହୁ ପରିମାଣର ବିସ୍ପୋରୋକ ସହ ମାଓ ସାମଗ୍ରୀ ଜବତ କରିଛି ପୁଲିସ । ମାଓବାଦୀଙ୍କ ପାଲଟା ଗୁଳିବିମିମୟରେ ଜଣେ ଯବାନ ଆହତ ହୋଇଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ନିହତ ହୋଇଥିବା ମାଓବାଦୀଙ୍କ ନାଁରେ ଛତିଶଗଡ ସରକାର ତିନି ଲକ୍ଷ ଟଙ୍କା ପୁରଷ୍କାର ରାଶି ଘୋଷଣା କରିଥିଲେ। ବିଜାପୁରର କେକା ଓ ମେସଲା ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରି ରହିଥିବା ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏନେଇ ଡିଆରଜି ଓ ସିଆରପିଏଫ୍ ବାହିନୀ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଯବାନ ମାନଙ୍କ ଗୁଳି ବିନିମୟରେ ମାଓବାଦୀ ନିହତ ହୋଇଛନ୍ତି। ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ଜାରି ରହିଥିଲା । ଫଳରେ ଅନେକ ମାଓବାଦୀ ଘଟଣା ସ୍ଥଳ ଛାଡି ପଳାଇଛନ୍ତି । ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳରରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର