ଗହଳି ଏଡାଇବା ପାଇଁ ୧ ନମ୍ବର ପରିବା ହାଟ ୟୁନିଟ୍-୧ ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତର

The Sakala Picture
Published On

ଭୁବନେଶ୍ୱର: କାୟା ବିସ୍ତାର କରି ଚାଲିଛି କରୋନା । ପ୍ରତିଦିନ ୧୦ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। କରୋନାକୁ ହରାଇ ପାଇଁ ଟିକା କରଣ ଓ କୋଭିଡ ଗାଇଡଲାଇନକୁ ପାଳନ କରାଯାଉଛି। ଏଥିସହିତ ଗହଳି ଏଡାଇବା ପାଇଁ ବିଭିନ୍ନ ବଡବଡ ହାଟଗୁଡିକୁ ସ୍ଥାନାନ୍ତର କରାଯାଉଛି। ରାଜଧାନୀରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ହାଟଗୁଡିକୁ ସ୍ଥାନାନ୍ତର କରାଯାଇଛି। ଆଜିଠାରୁ ୧ ନମ୍ବର ପରିବା ହାଟ ୟୁନିଟ୍-୧ ହାଇସ୍କୁଲ ପଡ଼ିଆରେ ବସିଛି। ପୂର୍ବ ଭଳି କରୋନା କଟକଣା […]

ଭୁବନେଶ୍ୱର: କାୟା ବିସ୍ତାର କରି ଚାଲିଛି କରୋନା । ପ୍ରତିଦିନ ୧୦ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। କରୋନାକୁ ହରାଇ ପାଇଁ ଟିକା କରଣ ଓ କୋଭିଡ ଗାଇଡଲାଇନକୁ ପାଳନ କରାଯାଉଛି। ଏଥିସହିତ ଗହଳି ଏଡାଇବା ପାଇଁ ବିଭିନ୍ନ ବଡବଡ ହାଟଗୁଡିକୁ ସ୍ଥାନାନ୍ତର କରାଯାଉଛି। ରାଜଧାନୀରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ହାଟଗୁଡିକୁ ସ୍ଥାନାନ୍ତର କରାଯାଇଛି। ଆଜିଠାରୁ ୧ ନମ୍ବର ପରିବା ହାଟ ୟୁନିଟ୍-୧ ହାଇସ୍କୁଲ ପଡ଼ିଆରେ ବସିଛି। ପୂର୍ବ ଭଳି କରୋନା କଟକଣା ମାନି ବେପାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦୋକାନ ଦୋକାନ ମଧ୍ୟରେ ୬ ଫୁଟ୍ ଦୂରତାକୁ ବାଧ୍ୟତାମୂଳକ କରାଯାଇଛି। ପୂର୍ବରୁ ୪ ନମ୍ବର ହାଟ ମଧ୍ୟ ରେଡ଼କ୍ରସ ଭବନ ନିକଟରେ ଆରମ୍ଭ ହୋଇସାରିଛି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

 

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର