ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୧୦ ମାଓବାଦୀ

The Sakala Picture
Published On

ମାଲକାନଗିରି: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଲାର ଭେଜି ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାବାହିନୀ ମୁହାଁମୁହିଁ । ଭେଜି ଜଙ୍ଗଲରେ ଏନକାଉଣ୍ଟର ହୋଇଥିବା ବେଳେ ପୋଲିସ ଗୁଳିରେ ୧୦ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ । DRG ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଥିବା ନେଇ ସୂଚନା ଦେଇଛନ୍ତି ସୁକମା SP । ସୂଚନାନୁଯାୟୀ, ମାଓବାଦୀମାନେ […]

ମାଲକାନଗିରି: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଲାର ଭେଜି ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାବାହିନୀ ମୁହାଁମୁହିଁ । ଭେଜି ଜଙ୍ଗଲରେ ଏନକାଉଣ୍ଟର ହୋଇଥିବା ବେଳେ ପୋଲିସ ଗୁଳିରେ ୧୦ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ । DRG ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଥିବା ନେଇ ସୂଚନା ଦେଇଛନ୍ତି ସୁକମା SP ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ସୂଚନାନୁଯାୟୀ, ମାଓବାଦୀମାନେ ଓଡ଼ିଶା ଦେଇ ଛତିଶଗଡ଼ରେ ପ୍ରବେଶ କରୁଥିବା ନେଇ ସୁରକ୍ଷାବାହିନୀକୁ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ଏହାପରେ ଡିଆରଜି ବାହିନୀ ସୁକମା ଜିଲ୍ଲାର ଭେଜି ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ମାଓବାଦୀମାନେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇଥିଲେ। ଫଳରେ ସୁରକ୍ଷାବାହିନୀ ଏହାର ପାଲଟା ଜବାବ ଦେଇଥିଲା। ଏହି ଏନକାଉଣ୍ଟରରେ ୧୦ ଜଣ ମାଓବାଦୀ ନିପାତ ହୋଇଛନ୍ତି। ଘଟଣାସ୍ଥଳରୁ ୩ଟି ଅଟୋମେଟିକ୍ ରାଇଫଲ୍, ଏକେ-୪୭ ଏବଂ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। ଏନେଇ ସୁକମା ଏସପି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

22 Nov 2024 By The Sakala

ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୧୦ ମାଓବାଦୀ

ମାଲକାନଗିରି: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଲାର ଭେଜି ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାବାହିନୀ ମୁହାଁମୁହିଁ । ଭେଜି ଜଙ୍ଗଲରେ ଏନକାଉଣ୍ଟର ହୋଇଥିବା ବେଳେ ପୋଲିସ ଗୁଳିରେ ୧୦ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ । DRG ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଥିବା ନେଇ ସୂଚନା ଦେଇଛନ୍ତି ସୁକମା SP ।

ସୂଚନାନୁଯାୟୀ, ମାଓବାଦୀମାନେ ଓଡ଼ିଶା ଦେଇ ଛତିଶଗଡ଼ରେ ପ୍ରବେଶ କରୁଥିବା ନେଇ ସୁରକ୍ଷାବାହିନୀକୁ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ଏହାପରେ ଡିଆରଜି ବାହିନୀ ସୁକମା ଜିଲ୍ଲାର ଭେଜି ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ମାଓବାଦୀମାନେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇଥିଲେ। ଫଳରେ ସୁରକ୍ଷାବାହିନୀ ଏହାର ପାଲଟା ଜବାବ ଦେଇଥିଲା। ଏହି ଏନକାଉଣ୍ଟରରେ ୧୦ ଜଣ ମାଓବାଦୀ ନିପାତ ହୋଇଛନ୍ତି। ଘଟଣାସ୍ଥଳରୁ ୩ଟି ଅଟୋମେଟିକ୍ ରାଇଫଲ୍, ଏକେ-୪୭ ଏବଂ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। ଏନେଇ ସୁକମା ଏସପି ସୂଚନା ଦେଇଛନ୍ତି।

https://www.thesakala.in/latest-odisha-news/10-naxals-killed-in-fierce-exchange-of-fire-between-security-forces-and-naxals/article-36751
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର