ରାଜ୍ୟରେ ୧୦ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ, ୨୪ ହଜାର ୪୭ ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ପ୍ରାୟ ୭୪ ହଜାର ୬୨୦ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍ । ହାଇଲେଭଲ କ୍ଲିୟରାନ୍ସ କମିଟି ବୈଠକରେ ୧୦ଟି ପ୍ରକଳ୍ପକୁ ମଂଜୁରୀ ପରେ ଏନେଇ ସୂଚନା ମିଳିଛି । ଏହି ୧୦ଟି ପ୍ରକଳ୍ପରେ ନିଯୁକ୍ତି ସୁଯୋଗ ପାଇବେ ୨୪ ହଜାର ୦୪୭ ଜଣ । ରାୟଗଡ଼ା କାଶୀପୁରରେ ଆଲୁମିନା ରିଫାଇନାରୀ ପ୍ଲାଣ୍ଟ କରିବ ଆଦାନୀ ଗ୍ରୁପ୍ । ଆଲୁମିନା ଓ ସିପିପି ପ୍ଲାଣ୍ଟରେ ନିବେଶ ହେବ ୪୧ ହଜାର ୬୫୩ […]

ଭୁବନେଶ୍ବର: ରାଜ୍ୟରେ ପ୍ରାୟ ୭୪ ହଜାର ୬୨୦ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍ । ହାଇଲେଭଲ କ୍ଲିୟରାନ୍ସ କମିଟି ବୈଠକରେ ୧୦ଟି ପ୍ରକଳ୍ପକୁ ମଂଜୁରୀ ପରେ ଏନେଇ ସୂଚନା ମିଳିଛି । ଏହି ୧୦ଟି ପ୍ରକଳ୍ପରେ ନିଯୁକ୍ତି ସୁଯୋଗ ପାଇବେ ୨୪ ହଜାର ୦୪୭ ଜଣ । ରାୟଗଡ଼ା କାଶୀପୁରରେ ଆଲୁମିନା ରିଫାଇନାରୀ ପ୍ଲାଣ୍ଟ କରିବ ଆଦାନୀ ଗ୍ରୁପ୍ । ଆଲୁମିନା ଓ ସିପିପି ପ୍ଲାଣ୍ଟରେ ନିବେଶ ହେବ ୪୧ ହଜାର ୬୫୩ କୋଟି ଟଙ୍କା ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡିଲା ମହିଳାଙ୍କୁ ରାତି ଅଧିଆ ଭେଟ, ପରିବହନ ବିଭାଗର ଅତିରିକ୍ତ ସଚିବଙ୍କୁ ଉଠାଇ ଆଣିଲା ପୋଲିସ

ତେବେ ଉଭୟ ପ୍ଲାଣ୍ଟରେ ମୋଟ ୭୭୫୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି କୁହାଯାଇଛି । ସେହିଭଳି କଳିଙ୍ଗନଗରରେ ଷ୍ଟିଲ ଓ ସିପିପି ପ୍ଲାଣ୍ଟ କରିବ ଓଡ଼ିଶା ଆଲୟଜ୍ ଷ୍ଟିଲ୍ । ଉଭୟ ପ୍ଲାଣ୍ଟରେ ନିବେଶ ହେବ ୮ ହଜାର କୋଟି ଟଙ୍କା । ଆଉ ଏଥିରେ ୫ ହଜାର ଜଣ ନିଯୁକ୍ତି ପାଇବେ ।

ଆହୁରି ପଢ଼ନ୍ତୁ: ଚୁଡାନ୍ତ ଭୋଟର ତାଲିକା ପ୍ରକାଶ: ମୟୂରଭଞ୍ଜ ଜିଲ୍ଲାରେ ଭୋଟର ସଂଖ୍ୟା ୧୮.୩୭ଲକ୍ଷ

 

ଆହୁରି ପଢ଼ନ୍ତୁ: ରାଜଧାନୀରେ ଫେସବୁକ୍ ଲାଇଭ୍‌କୁ ନେଇ ସଂଘର୍ଷ: ୨ ରାଉଣ୍ଡ ଗୁଳିଚାଳନା, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର