୧୦ ଜଣଙ୍କର ଅସ୍ବାଭାବିକ ମୃତ୍ୟୁ, ହିଟୱେଭ୍ ଜନିତ ଆଶଙ୍କା
ରାଉରକେଲା: RGH ରେ ସାଢ଼େ ୬ ଘଣ୍ଟା ଭିତରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ଭାରାପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନ ସୂଚନା ଦେଇଛନ୍ତି। ଦିନ ସାଢ଼େ ଗୋଟାଏରୁ ୮ଟା ମଧ୍ୟରେ ୧୦ ଜଣଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ୮ ଜଣ ମୃତ ଅବସ୍ଥାରେ ହସ୍ପିଟାଲ ପହଞ୍ଚିଥିବା କହିଛନ୍ତି। ଆଉ ୨ ଜଣ ହସ୍ପିଟାଲରେ ପହଞ୍ଚିବା ପରେ ମୃତ୍ୟୁ ଘଟିଛି। ହିଟ୍ୱେଭ୍ ଜନିତ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ବଡ଼ି ଟେମ୍ପରେଚର ୧୦୩ ଉପରେ […]
ରାଉରକେଲା: RGH ରେ ସାଢ଼େ ୬ ଘଣ୍ଟା ଭିତରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ଭାରାପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନ ସୂଚନା ଦେଇଛନ୍ତି। ଦିନ ସାଢ଼େ ଗୋଟାଏରୁ ୮ଟା ମଧ୍ୟରେ ୧୦ ଜଣଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ୮ ଜଣ ମୃତ ଅବସ୍ଥାରେ ହସ୍ପିଟାଲ ପହଞ୍ଚିଥିବା କହିଛନ୍ତି। ଆଉ ୨ ଜଣ ହସ୍ପିଟାଲରେ ପହଞ୍ଚିବା ପରେ ମୃତ୍ୟୁ ଘଟିଛି। ହିଟ୍ୱେଭ୍ ଜନିତ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ବଡ଼ି ଟେମ୍ପରେଚର ୧୦୩ ଉପରେ ରହିଥିବାରୁ ଏହିଭଳି ଆଶଙ୍କା କରାଯାଉଛି। କାଲି ପୋଷ୍ଟମର୍ଟମ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇପାରିବ। ମୃତ ଅବସ୍ଥାରେ ଆସିଥିବାରୁ ହିଷ୍ଟ୍ରି ଷ୍ଟଡି କରାଯାଇନି। ଆଉ କିଛି ଗୁରୁତରଙ୍କ ୱାର୍ଡ ଭିତରେ ଚିକିତ୍ସା ଚାଲିଛି ବୋଲି ଭାରାପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନ କହିଛନ୍ତି।