ଦୁଷ୍କର୍ମ ଅଭିଯୁକ୍ତକୁ ୧୦ବର୍ଷ କାରାଦଣ୍ଡ; ୨ ଲକ୍ଷ ଜରିମାନା

The Sakala Picture
Published On

ଫୁଲବାଣୀ : ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ଫାଷ୍ଟ୍‍ଟ୍ରାକ୍‍ ସ୍ୱତନ୍ତ୍ର ପୋକ୍‍ସୋ କୋର୍ଟ ସହକାରୀ ଜିଲା ଦୌରାଜଜ୍‍ ଭାସ୍କରଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ତାଙ୍କୁ ୨ ଲକ୍ଷ ଟଙ୍କା ଜରିମାନା କରିଛନ୍ତି ଓ ଜରିମାନା ଅନାଦେୟ ଅଧିକ ୨ ବର୍ଷ ଜେଲ୍‌ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଟିକାବାଲି ଥାନା ଅଞ୍ଚଳର କରନ କୁମାର କହଁର (୨୨)। ୨୦୧୯ ଜାନୁଆରୀ ୫ […]

ଫୁଲବାଣୀ : ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ଫାଷ୍ଟ୍‍ଟ୍ରାକ୍‍ ସ୍ୱତନ୍ତ୍ର ପୋକ୍‍ସୋ କୋର୍ଟ ସହକାରୀ ଜିଲା ଦୌରାଜଜ୍‍ ଭାସ୍କରଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ତାଙ୍କୁ ୨ ଲକ୍ଷ ଟଙ୍କା ଜରିମାନା କରିଛନ୍ତି ଓ ଜରିମାନା ଅନାଦେୟ ଅଧିକ ୨ ବର୍ଷ ଜେଲ୍‌ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଟିକାବାଲି ଥାନା ଅଞ୍ଚଳର କରନ କୁମାର କହଁର (୨୨)। ୨୦୧୯ ଜାନୁଆରୀ ୫ ତାରିଖରେ କନ୍ଧମାଳ ଜିଲ୍ଲା ଟିକାବାଲି ଥାନା ଅଞ୍ଚଳର ଜଣେ ୧୭ ବର୍ଷର ନାବାଳିକାକୁ ଅଭିଯୁକ୍ତ କରନ କେରଳ ନେଇ ଯାଇଥିଲେ।

ଆହୁରି ପଢ଼ନ୍ତୁ: ୨୬ଟି ଜିଲ୍ଲାର ୬୪ଟି ସ୍ଥାନର ସଂଶୋଧିତ ଇଂରାଜୀ ବନାନ ସଂକଳିତ ବିଜ୍ଞପ୍ତି ପ୍ରକାଶ

ପୀଡ଼ିତାର ପରିବାର ଲୋକେ ନାବାଳିକାକୁ ଅପହରଣ କରିଥିବା ନେଇ ଟିକାବାଲି ଥାନାରେ ଏକ ମାମଲା ରୁଜୁ କରିଥିଲେ। ପୁଲିସ ୨/୧୯ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପରେ ଅଭିଯୁକ୍ତର ବାପା, ମା’କୁ ପୁଲିସ ଥାନାରେ ଅଟକ ରଖିବାରୁ ବାପା ଅଭିଯୁକ୍ତକୁ ଫୋନ୍‌ କରି କରନକୁ ଘରକୁ ଡାକିଥିଲେ। ଫଳରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲଣ କରିଥିଲା। ବିଚାରପତି ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯୁକ୍ତ କରନ କୁମାର କହଁରଙ୍କୁ ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

ଆହୁରି ପଢ଼ନ୍ତୁ: ବିବାହ ଆଳରେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ୨୫ ଲକ୍ଷ ଓ ଆଇଫୋନ୍‌‌ ଠକିନେଲା ରସିକିଆ ଡାକ୍ତର, ବାନ୍ଧିଲା ପୋଲିସ

14 Jul 2022 By The Sakala

ଦୁଷ୍କର୍ମ ଅଭିଯୁକ୍ତକୁ ୧୦ବର୍ଷ କାରାଦଣ୍ଡ; ୨ ଲକ୍ଷ ଜରିମାନା

ଫୁଲବାଣୀ : ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ଫାଷ୍ଟ୍‍ଟ୍ରାକ୍‍ ସ୍ୱତନ୍ତ୍ର ପୋକ୍‍ସୋ କୋର୍ଟ ସହକାରୀ ଜିଲା ଦୌରାଜଜ୍‍ ଭାସ୍କରଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ତାଙ୍କୁ ୨ ଲକ୍ଷ ଟଙ୍କା ଜରିମାନା କରିଛନ୍ତି ଓ ଜରିମାନା ଅନାଦେୟ ଅଧିକ ୨ ବର୍ଷ ଜେଲ୍‌ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଟିକାବାଲି ଥାନା ଅଞ୍ଚଳର କରନ କୁମାର କହଁର (୨୨)। ୨୦୧୯ ଜାନୁଆରୀ ୫ ତାରିଖରେ କନ୍ଧମାଳ ଜିଲ୍ଲା ଟିକାବାଲି ଥାନା ଅଞ୍ଚଳର ଜଣେ ୧୭ ବର୍ଷର ନାବାଳିକାକୁ ଅଭିଯୁକ୍ତ କରନ କେରଳ ନେଇ ଯାଇଥିଲେ।

ପୀଡ଼ିତାର ପରିବାର ଲୋକେ ନାବାଳିକାକୁ ଅପହରଣ କରିଥିବା ନେଇ ଟିକାବାଲି ଥାନାରେ ଏକ ମାମଲା ରୁଜୁ କରିଥିଲେ। ପୁଲିସ ୨/୧୯ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପରେ ଅଭିଯୁକ୍ତର ବାପା, ମା’କୁ ପୁଲିସ ଥାନାରେ ଅଟକ ରଖିବାରୁ ବାପା ଅଭିଯୁକ୍ତକୁ ଫୋନ୍‌ କରି କରନକୁ ଘରକୁ ଡାକିଥିଲେ। ଫଳରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲଣ କରିଥିଲା। ବିଚାରପତି ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯୁକ୍ତ କରନ କୁମାର କହଁରଙ୍କୁ ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର