ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି : ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇରେ ୧୦୦% ସିଲାବସ୍‌ରେ ହେବ ପାଠପଢ଼ା ଆଉ ପରୀକ୍ଷା

The Sakala Picture
Published On

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରୁ ଶତ ପ୍ରତିଶତ ସିଲାବସରେ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢା ସହ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଶତ ପ୍ରତିଶତ ସିଲାବସ୍‌ରେ ପାଠ ପଢ଼ା ସହ ସେହି ସିଲାବସ୍ ଆଧାରରେ ପିଲାଙ୍କ ପରୀକ୍ଷା ବି କରାଯିବ । କରୋନା ପାଇଁ ଗତବର୍ଷ ଯୁକ୍ତ ୨ ସିଲାବସ୍‌କୁ ହ୍ରାସ କରାଯାଇଥିଲା । ୭୦ ପ୍ରତିଶତ ସିଲାବସରେ ପାଠ ପଢା ସହ ପରୀକ୍ଷା ବି ହୋଇଥିଲା। […]

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରୁ ଶତ ପ୍ରତିଶତ ସିଲାବସରେ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢା ସହ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଶତ ପ୍ରତିଶତ ସିଲାବସ୍‌ରେ ପାଠ ପଢ଼ା ସହ ସେହି ସିଲାବସ୍ ଆଧାରରେ ପିଲାଙ୍କ ପରୀକ୍ଷା ବି କରାଯିବ । କରୋନା ପାଇଁ ଗତବର୍ଷ ଯୁକ୍ତ ୨ ସିଲାବସ୍‌କୁ ହ୍ରାସ କରାଯାଇଥିଲା । ୭୦ ପ୍ରତିଶତ ସିଲାବସରେ ପାଠ ପଢା ସହ ପରୀକ୍ଷା ବି ହୋଇଥିଲା। କିନ୍ତୁ ଚଳିତ ଶିକ୍ଷା ବର୍ଷରେ ୧୦୦ ପ୍ରତିଶତ ସିଲାବସ୍‌ର ପାଠ ପଢ଼ି ପରୀକ୍ଷା ଦେବେ ଛାତ୍ରଛାତ୍ରୀ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୪୬୦୭ ଡାକ୍ତର ପଦବୀ ଖାଲି: ବିଧାନସଭାରେ ଉଦବେଗଜନକ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଏଥି ସହିତ ଯେଉଁ ଛାତ୍ରଛାତ୍ରୀ ୨୦୨୨ରେ ଫେଲ୍ ହୋଇଯାଇଛନ୍ତି। ସେମାନେ ପୁରୁଣା ସିଲାବସ୍ ଅନୁସାରେ ୨୦୨୩ରେ ପରୀକ୍ଷା ଦେବେ। ସେମାନଙ୍କ ପ୍ରଶ୍ନ ୨୦୨୨ ଢାଞ୍ଚାରେ ରହିବ । ୭୦ ପ୍ରତିଶତ ସିଲାବସରେ ସେମାନେ ପରୀକ୍ଷା ଦେବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

19 Jul 2022 By The Sakala

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି : ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇରେ ୧୦୦% ସିଲାବସ୍‌ରେ ହେବ ପାଠପଢ଼ା ଆଉ ପରୀକ୍ଷା

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରୁ ଶତ ପ୍ରତିଶତ ସିଲାବସରେ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢା ସହ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଶତ ପ୍ରତିଶତ ସିଲାବସ୍‌ରେ ପାଠ ପଢ଼ା ସହ ସେହି ସିଲାବସ୍ ଆଧାରରେ ପିଲାଙ୍କ ପରୀକ୍ଷା ବି କରାଯିବ । କରୋନା ପାଇଁ ଗତବର୍ଷ ଯୁକ୍ତ ୨ ସିଲାବସ୍‌କୁ ହ୍ରାସ କରାଯାଇଥିଲା । ୭୦ ପ୍ରତିଶତ ସିଲାବସରେ ପାଠ ପଢା ସହ ପରୀକ୍ଷା ବି ହୋଇଥିଲା। କିନ୍ତୁ ଚଳିତ ଶିକ୍ଷା ବର୍ଷରେ ୧୦୦ ପ୍ରତିଶତ ସିଲାବସ୍‌ର ପାଠ ପଢ଼ି ପରୀକ୍ଷା ଦେବେ ଛାତ୍ରଛାତ୍ରୀ।

ଏଥି ସହିତ ଯେଉଁ ଛାତ୍ରଛାତ୍ରୀ ୨୦୨୨ରେ ଫେଲ୍ ହୋଇଯାଇଛନ୍ତି। ସେମାନେ ପୁରୁଣା ସିଲାବସ୍ ଅନୁସାରେ ୨୦୨୩ରେ ପରୀକ୍ଷା ଦେବେ। ସେମାନଙ୍କ ପ୍ରଶ୍ନ ୨୦୨୨ ଢାଞ୍ଚାରେ ରହିବ । ୭୦ ପ୍ରତିଶତ ସିଲାବସରେ ସେମାନେ ପରୀକ୍ଷା ଦେବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର