ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକକଲ୍ୟାଣ ଓ ଉନ୍ନତି […]

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକକଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

 

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର