ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ଲୋକକଲ୍ୟାଣ ଓ […]

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ଲୋକକଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

05 Mar 2025 By The Sakala

ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ଲୋକକଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର