ଆଜି ପ୍ରକାଶ ପାଇବ ମାଟ୍ରିକ ଓ +୨ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ୱର: ଉଭୟ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷାଫଳ ଆଜି(ରବିବାର) ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୦ଟାରେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା (ମାଟ୍ରିକ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇବ। ସାଢ଼େ ୧୧ଟା ସୁଦ୍ଧା ବୋର୍ଡ ୱେବସାଇଟ୍‌ bseodisha.in ରେ ଉପଲବ୍ଧ ହେବ। ଯେଉଁ ସ୍ଥାନରେ ଇଂଟରନେଟର ସୁବିଧା ନାହିଁ ସେସବୁ ସ୍ଥାନରେ ଛାତ୍ରଛାତ୍ରୀ ମାନେ ମୋବାଇଲ ମାଧ୍ୟମରେ ମେସେଜ କରି ମଧ୍ୟ […]

ଭୁବନେଶ୍ୱର: ଉଭୟ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷାଫଳ ଆଜି(ରବିବାର) ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୦ଟାରେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା (ମାଟ୍ରିକ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇବ। ସାଢ଼େ ୧୧ଟା ସୁଦ୍ଧା ବୋର୍ଡ ୱେବସାଇଟ୍‌ bseodisha.in ରେ ଉପଲବ୍ଧ ହେବ। ଯେଉଁ ସ୍ଥାନରେ ଇଂଟରନେଟର ସୁବିଧା ନାହିଁ ସେସବୁ ସ୍ଥାନରେ ଛାତ୍ରଛାତ୍ରୀ ମାନେ ମୋବାଇଲ ମାଧ୍ୟମରେ ମେସେଜ କରି ମଧ୍ୟ ରେଜଲ୍ଟ ଜାଣିପାରିବେ । ଓଆର ୧୦ ସ୍ପେସ୍ ରୋଲ ନଂ ଟାଇପ୍ କରି ୫୬୭୬୭୫୦ ନଂକୁ ମେସେଜ କରି ପରୀକ୍ଷାଫଳ ଜାଣିପାରିବେ ଛାତ୍ରଛାତ୍ରୀ । ପରୀକ୍ଷାର୍ଥୀମାନେ ଡିଜିଟାଲ ପ୍ରମାଣପତ୍ରକୁ ବୋର୍ଡ ୱେବସାଇଟ୍ ରୁ ଅପରାହ୍ନ ୪ଟା ପରଠାରୁ ଡାଉନଲୋଡ କରିପାରିବେ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ଅପରାହ୍ନ ୩ଟାରେ ପ୍ରକାଶ ପାଇବ। www.orissaresults.nic.in ୱେବ୍‌ସାଇଟ୍‌ରେ ପରୀକ୍ଷାଫଳ ଉପଲବ୍‌ଧ ହେବ। ଛାତ୍ରଛାତ୍ରୀମାନେ ବିଦ୍ୟାଳୟର ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ମଧ୍ୟ ସେମାନଙ୍କ ଫଳାଫଳ ଦେଖି ପାରିବେ। ଚଳିତବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

26 May 2024 By The Sakala

ଆଜି ପ୍ରକାଶ ପାଇବ ମାଟ୍ରିକ ଓ +୨ ପରୀକ୍ଷା ଫଳ

ଭୁବନେଶ୍ୱର: ଉଭୟ ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷାଫଳ ଆଜି(ରବିବାର) ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୦ଟାରେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା (ମାଟ୍ରିକ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇବ। ସାଢ଼େ ୧୧ଟା ସୁଦ୍ଧା ବୋର୍ଡ ୱେବସାଇଟ୍‌ bseodisha.in ରେ ଉପଲବ୍ଧ ହେବ। ଯେଉଁ ସ୍ଥାନରେ ଇଂଟରନେଟର ସୁବିଧା ନାହିଁ ସେସବୁ ସ୍ଥାନରେ ଛାତ୍ରଛାତ୍ରୀ ମାନେ ମୋବାଇଲ ମାଧ୍ୟମରେ ମେସେଜ କରି ମଧ୍ୟ ରେଜଲ୍ଟ ଜାଣିପାରିବେ । ଓଆର ୧୦ ସ୍ପେସ୍ ରୋଲ ନଂ ଟାଇପ୍ କରି ୫୬୭୬୭୫୦ ନଂକୁ ମେସେଜ କରି ପରୀକ୍ଷାଫଳ ଜାଣିପାରିବେ ଛାତ୍ରଛାତ୍ରୀ । ପରୀକ୍ଷାର୍ଥୀମାନେ ଡିଜିଟାଲ ପ୍ରମାଣପତ୍ରକୁ ବୋର୍ଡ ୱେବସାଇଟ୍ ରୁ ଅପରାହ୍ନ ୪ଟା ପରଠାରୁ ଡାଉନଲୋଡ କରିପାରିବେ।

ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ଅପରାହ୍ନ ୩ଟାରେ ପ୍ରକାଶ ପାଇବ। www.orissaresults.nic.in ୱେବ୍‌ସାଇଟ୍‌ରେ ପରୀକ୍ଷାଫଳ ଉପଲବ୍‌ଧ ହେବ। ଛାତ୍ରଛାତ୍ରୀମାନେ ବିଦ୍ୟାଳୟର ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ମଧ୍ୟ ସେମାନଙ୍କ ଫଳାଫଳ ଦେଖି ପାରିବେ। ଚଳିତବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର