ମନୋରଞ୍ଜନ

ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ
ବିବାହ ପୂର୍ବରୁ ଲିଭ୍-ଇନ୍‌ରେ ରହିବାକୁ ପରାମର୍ଶ ଦେଲେ ଭେଟେରାନ୍ ଅଭିନେତ୍ରୀ ଜୀନତ ଅମାନ, କହିଲେ '୧୫ ବର୍ଷ ଦୁଃଖରେ ରହିବା ଅପେକ୍ଷା ୫ ବର୍ଷ ଖୁସି ଭଲ'

ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର : ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି, ପରୀକ୍ଷା ପରିଚାଳନା ଠିକ୍ ଢଙ୍ଗରେ ହୋଇଥିଲା ।  ତ୍ରୁଟି ବିହୀନ ପରୀକ୍ଷା ପରିଚାଳନା ପରେ ଖୁବଶୀଘ୍ର ପିଲାଙ୍କ ରେଜଲ୍ଟ ବାହାରିବ ।  ଯଥା ସମୟରେ ପ୍ରକାଶ ପାଇବ ରେଜଲ୍ଟ ।  ଚଳିତ ବର୍ଷ ରାଜ୍ୟର ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ଖରା ପାଇଁ ଛାତ୍ରଛାତ୍ରୀଙ୍କୁ ସତର୍କ କଲେ ମନ୍ତ୍ରୀ । ଖରା ଛୁଟିରେ ଘରେ ରହି ପଢିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି; ୧୦୮ ଗରା ପବିତ୍ର ଜଳରେ ସ୍ନାନ କରି ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ ମର୍ତ୍ତ୍ୟ ବୈକୁଣ୍ଠ ଅଧିପତି

27 Apr 2026 By Madhusudan Das

ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି, ପରୀକ୍ଷା ପରିଚାଳନା ଠିକ୍ ଢଙ୍ଗରେ ହୋଇଥିଲା ।  ତ୍ରୁଟି ବିହୀନ ପରୀକ୍ଷା ପରିଚାଳନା ପରେ ଖୁବଶୀଘ୍ର ପିଲାଙ୍କ ରେଜଲ୍ଟ ବାହାରିବ ।  ଯଥା ସମୟରେ ପ୍ରକାଶ ପାଇବ ରେଜଲ୍ଟ ।  ଚଳିତ ବର୍ଷ ରାଜ୍ୟର ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ଖରା ପାଇଁ ଛାତ୍ରଛାତ୍ରୀଙ୍କୁ ସତର୍କ କଲେ ମନ୍ତ୍ରୀ । ଖରା ଛୁଟିରେ ଘରେ ରହି ପଢିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର