ଦଶମ ପିଲା ପଢ଼ିବେ କୋଭିଡ୍ ପାଠ, ପାଠ୍ୟକ୍ରମରେ ସାମିଲ ହେଲା କରୋନା ବିଷୟବସ୍ତୁ

The Sakala Picture
Published On

ଭୁବନେଶ୍ବର : ଏଣିକି ଦଶମ ପିଲା ପଢ଼ିବେ କୋଭିଡ୍ ପାଠ । ଏଥିଲାଗି ଚଳିତ ୨୦୨୨-୨୩ ଶିକ୍ଷା ବର୍ଷ ପାଇଁ ଦଶମ ଶ୍ରେଣୀର ଜୀବ ବିଜ୍ଞାନ ପାଠ୍ୟପୁସ୍ତକରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ପକ୍ଷରୁ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବା ବେଳେ ଏବେ ବିଶ୍ୱ ମହାମାରୀ-କୋଭିଡ୍‌ ୧୯ ଓ ତାହାର ପରିଚାଳନା ନାମକ ଏକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି । ଫଳରେ ଜୀବ ବିଜ୍ଞାନ ବହିର ଅଧ୍ୟାୟ ସଂଖ୍ୟା ଏବେ […]

ଭୁବନେଶ୍ବର : ଏଣିକି ଦଶମ ପିଲା ପଢ଼ିବେ କୋଭିଡ୍ ପାଠ । ଏଥିଲାଗି ଚଳିତ ୨୦୨୨-୨୩ ଶିକ୍ଷା ବର୍ଷ ପାଇଁ ଦଶମ ଶ୍ରେଣୀର ଜୀବ ବିଜ୍ଞାନ ପାଠ୍ୟପୁସ୍ତକରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ପକ୍ଷରୁ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବା ବେଳେ ଏବେ ବିଶ୍ୱ ମହାମାରୀ-କୋଭିଡ୍‌ ୧୯ ଓ ତାହାର ପରିଚାଳନା ନାମକ ଏକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି । ଫଳରେ ଜୀବ ବିଜ୍ଞାନ ବହିର ଅଧ୍ୟାୟ ସଂଖ୍ୟା ଏବେ ୧୧ ହୋଇଛି। ସେପଟେ ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଜୀବ ବିଜ୍ଞାନରେ ଉକ୍ତ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ସେହିପରି ଭୂଗୋଳ ବହିରେ ମଧ୍ୟ ଆଉ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରାଯାଇଥିବାର ସୂଚନା ମିଳିଛି । ଜଳବାୟୁ ଜନିତ ବିପତ୍ତି ଏବଂ ପରିଚାଳନା ଜନିତ ଏକ ନୂତନ ଅଧ୍ୟାୟ ବହିରେ ଯୋଡ଼ା ହୋଇଛି ।

ଆହୁରି ପଢ଼ନ୍ତୁ: ଘୁଞ୍ଚିଲା OSSSC CRE-2025 ପରୀକ୍ଷା ତାରିଖ: ଜୁନ୍ ୨୮ରେ ହେବ ପରୀକ୍ଷା, ଏହି ଦିନରୁ ମିଳିବ ଆଡମିଟ୍ କାର୍ଡ

କୋଭିଡ ଭୟାବହତା ସମ୍ପର୍କରେ ପିଲା ମାନଙ୍କୁ ମାନସିକ ସ୍ତରରେ ପ୍ରସ୍ତୁତ କରିବା ପାଇଁ ବିଭାବ ଏପରି ନିଷ୍ପତ୍ତି ନେଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ କହିଛନ୍ତି। ବିଶେଷ କରି ଜଳ ବାୟୁ ପରିବର୍ତ୍ତନ ହେଉଥିବାରୁ ସେ ବିଷୟରେ ପିଲାମାନଙ୍କୁ ପୂର୍ବରୁ ପ୍ରସ୍ତୁତ ରଖିବା ଲାଗି ବିଭାଗ ଏପରି ନିଷ୍ପତ୍ତି ନେଇଛି ।ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବା ବେଳେ ଏବେ ବିଶ୍ୱ ମହାମାରୀ-କୋଭିଡ୍‌ ୧୯ ଓ ତାହାର ପରିଚାଳନା ନାମକ ଏକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି । ଫଳରେ ଜୀବ ବିଜ୍ଞାନ ବହିର ଅଧ୍ୟାୟ ସଂଖ୍ୟା ଏବେ ୧୧ ହୋଇଛି।ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଜୀବ ବିଜ୍ଞାନରେ ଉକ୍ତ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ସେହିପରି ଭୂଗୋଳ ବହିରେ ମଧ୍ୟ ଆଉ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରାଯାଇଥିବାର ସୂଚନା ମିଳିଛି । ଜଳବାୟୁ ଜନିତ ବିପତ୍ତି ଏବଂ ପରିଚାଳନା ଜନିତ ଏକ ନୂତନ ଅଧ୍ୟାୟ ବହିରେ ଯୋଡ଼ା ହୋଇଛି । ସଂସ୍କୃତ ବହିରେ ଥିବା ଶୃଗାଳ ଶିଶୁ କଥା ଅଧ୍ୟାୟ ପୂର୍ବରୁ ପଢ଼ା ଯାଉନଥିବା ବେଳେ ଚଳିତ ଶିକ୍ଷାବର୍ଷରେ ସଂସ୍କୃତ ଇଚ୍ଛାଧିନ ବିଷୟ ରଖିଥିବା ଛାତ୍ରଛାତ୍ରୀମାନେ ଉକ୍ତ ବିଷୟଟି ପଢ଼ିବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ବିବାହ ଆଳରେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ୨୫ ଲକ୍ଷ ଓ ଆଇଫୋନ୍‌‌ ଠକିନେଲା ରସିକିଆ ଡାକ୍ତର, ବାନ୍ଧିଲା ପୋଲିସ

ଅନ୍ୟପଟେ ଏବେ ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ସତର୍କ ରହିବାକୁ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କୁ ପରାମର୍ଶ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଥଣ୍ଡା ହୋଇଥିଲେ ପିଲାମାନେ ସ୍କୁଲ ଆସନ୍ତୁ ନାହିଁ । ସବୁ ଥଣ୍ଡା ଜ୍ଵର କୋଭିଡ୍‌ ନୁହେଁ । କିନ୍ତୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ ଅନୁଯାୟୀ ଅଭିଭାବକଙ୍କୁ କୁହାଯାଇଛି, ଥଣ୍ଡା ଜ୍ବର ହୋଇଥିଲେ ପିଲାଙ୍କୁ ସ୍କୁଲ ନଛାଡ଼ନ୍ତୁ ।

ଆହୁରି ପଢ଼ନ୍ତୁ: ସମଗ୍ର ଓଡ଼ିଶାକୁ ଛୁଇଁଲା ମୌସୁମୀ, ବର୍ଷା ବଢିବା ସହ ଖସିବ ତାପମାତ୍ରା

10 Jul 2022 By The Sakala

ଦଶମ ପିଲା ପଢ଼ିବେ କୋଭିଡ୍ ପାଠ, ପାଠ୍ୟକ୍ରମରେ ସାମିଲ ହେଲା କରୋନା ବିଷୟବସ୍ତୁ

ଭୁବନେଶ୍ବର : ଏଣିକି ଦଶମ ପିଲା ପଢ଼ିବେ କୋଭିଡ୍ ପାଠ । ଏଥିଲାଗି ଚଳିତ ୨୦୨୨-୨୩ ଶିକ୍ଷା ବର୍ଷ ପାଇଁ ଦଶମ ଶ୍ରେଣୀର ଜୀବ ବିଜ୍ଞାନ ପାଠ୍ୟପୁସ୍ତକରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ପକ୍ଷରୁ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବା ବେଳେ ଏବେ ବିଶ୍ୱ ମହାମାରୀ-କୋଭିଡ୍‌ ୧୯ ଓ ତାହାର ପରିଚାଳନା ନାମକ ଏକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି । ଫଳରେ ଜୀବ ବିଜ୍ଞାନ ବହିର ଅଧ୍ୟାୟ ସଂଖ୍ୟା ଏବେ ୧୧ ହୋଇଛି। ସେପଟେ ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଜୀବ ବିଜ୍ଞାନରେ ଉକ୍ତ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ସେହିପରି ଭୂଗୋଳ ବହିରେ ମଧ୍ୟ ଆଉ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରାଯାଇଥିବାର ସୂଚନା ମିଳିଛି । ଜଳବାୟୁ ଜନିତ ବିପତ୍ତି ଏବଂ ପରିଚାଳନା ଜନିତ ଏକ ନୂତନ ଅଧ୍ୟାୟ ବହିରେ ଯୋଡ଼ା ହୋଇଛି ।

କୋଭିଡ ଭୟାବହତା ସମ୍ପର୍କରେ ପିଲା ମାନଙ୍କୁ ମାନସିକ ସ୍ତରରେ ପ୍ରସ୍ତୁତ କରିବା ପାଇଁ ବିଭାବ ଏପରି ନିଷ୍ପତ୍ତି ନେଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ କହିଛନ୍ତି। ବିଶେଷ କରି ଜଳ ବାୟୁ ପରିବର୍ତ୍ତନ ହେଉଥିବାରୁ ସେ ବିଷୟରେ ପିଲାମାନଙ୍କୁ ପୂର୍ବରୁ ପ୍ରସ୍ତୁତ ରଖିବା ଲାଗି ବିଭାଗ ଏପରି ନିଷ୍ପତ୍ତି ନେଇଛି ।ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବା ବେଳେ ଏବେ ବିଶ୍ୱ ମହାମାରୀ-କୋଭିଡ୍‌ ୧୯ ଓ ତାହାର ପରିଚାଳନା ନାମକ ଏକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି । ଫଳରେ ଜୀବ ବିଜ୍ଞାନ ବହିର ଅଧ୍ୟାୟ ସଂଖ୍ୟା ଏବେ ୧୧ ହୋଇଛି।ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଜୀବ ବିଜ୍ଞାନରେ ଉକ୍ତ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ସେହିପରି ଭୂଗୋଳ ବହିରେ ମଧ୍ୟ ଆଉ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରାଯାଇଥିବାର ସୂଚନା ମିଳିଛି । ଜଳବାୟୁ ଜନିତ ବିପତ୍ତି ଏବଂ ପରିଚାଳନା ଜନିତ ଏକ ନୂତନ ଅଧ୍ୟାୟ ବହିରେ ଯୋଡ଼ା ହୋଇଛି । ସଂସ୍କୃତ ବହିରେ ଥିବା ଶୃଗାଳ ଶିଶୁ କଥା ଅଧ୍ୟାୟ ପୂର୍ବରୁ ପଢ଼ା ଯାଉନଥିବା ବେଳେ ଚଳିତ ଶିକ୍ଷାବର୍ଷରେ ସଂସ୍କୃତ ଇଚ୍ଛାଧିନ ବିଷୟ ରଖିଥିବା ଛାତ୍ରଛାତ୍ରୀମାନେ ଉକ୍ତ ବିଷୟଟି ପଢ଼ିବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ।

ଅନ୍ୟପଟେ ଏବେ ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ସତର୍କ ରହିବାକୁ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କୁ ପରାମର୍ଶ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଥଣ୍ଡା ହୋଇଥିଲେ ପିଲାମାନେ ସ୍କୁଲ ଆସନ୍ତୁ ନାହିଁ । ସବୁ ଥଣ୍ଡା ଜ୍ଵର କୋଭିଡ୍‌ ନୁହେଁ । କିନ୍ତୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ ଅନୁଯାୟୀ ଅଭିଭାବକଙ୍କୁ କୁହାଯାଇଛି, ଥଣ୍ଡା ଜ୍ବର ହୋଇଥିଲେ ପିଲାଙ୍କୁ ସ୍କୁଲ ନଛାଡ଼ନ୍ତୁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର