ରାଜ୍ୟରେ ୧୦୦ ପାର୍‌ ହେଲା ସଂକ୍ରମିତଙ୍କ ସଂଖ୍ୟା, କଟକର ଘରୋଇ କଲେଜରୁ ଆଉ ୧୩ ପଜିଟିଭ୍‌ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ପୁଣିଥରେ ବଢିଛି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା। କିଛି ଦିନ ହେବ ରାଜ୍ୟରେ ୧୦୦ ତଳେ ରହୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୧୦୦ ପାର୍‌ କରିଛି। ଦେଶରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୪୦ ହଜାର ଛୁଇଁଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମଧ୍ୟରେ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୫୯୯ରେ ପହଞ୍ଚିଛି । ଏନେଇ […]

ଭୁବନେଶ୍ବର : ପୁଣିଥରେ ବଢିଛି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା। କିଛି ଦିନ ହେବ ରାଜ୍ୟରେ ୧୦୦ ତଳେ ରହୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୧୦୦ ପାର୍‌ କରିଛି। ଦେଶରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୪୦ ହଜାର ଛୁଇଁଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମଧ୍ୟରେ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୫୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଆହୁରି ପଢ଼ନ୍ତୁ: OSSTET ପରୀକ୍ଷା ତାରିଖ ଘୋଷଣା କଲା ବିଏସଇ (BSE): ସେପ୍ଟେମ୍ବର ୩୦ରେ ହେବ ପରୀକ୍ଷା

ଅନ୍ୟପଟେ ଷ୍ଟିଲ୍‌ ସିଟି କଟକରେ ଚିନ୍ତା ବଢାଇଛି କରୋନା ସଂକ୍ରମଣ । କଟକର ଏକ ଘରୋଇ କଲେଜରୁ ୧୨ ଆକ୍ରାନ୍ତ ଚିହ୍ନଟ ହେବା ପରେ ଆଉ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୨୫ ଜଣଙ୍କ ନମୂନା ପରୀକ୍ଷା କରାଯାଇଥିଲା । ଏହା ମଧ୍ୟରୁ ୧୩ ଜଣଙ୍କର ପଜିଟିଭ୍ ଆସିଥିବା ଜଣାପଡିଛି ।

ଦୁଇ ଦିନରେ କଲେଜରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୨୫ ଛୁଇଁଛି । ତେଣୁ ଏହି ଘରୋଇ କଲେଜକୁ ୧୦ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି କଲେଜ କର୍ତୃପକ୍ଷ । ସମସ୍ତ ପଜିଟିଭଙ୍କୁ ଏବେ କରୋନା ଗାଇଡଲାଇନ ଅନୁସାରେ ସଂଗରୋଧରେ ରଖାଯାଇଛି । ଆଜି କଲେଜରେ ଥିବା ଅନ୍ୟ ସମସ୍ତ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ କରୋନା ପରୀକ୍ଷା କରାଯାଉଛି

19 Mar 2021 By The Sakala

ରାଜ୍ୟରେ ୧୦୦ ପାର୍‌ ହେଲା ସଂକ୍ରମିତଙ୍କ ସଂଖ୍ୟା, କଟକର ଘରୋଇ କଲେଜରୁ ଆଉ ୧୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ପୁଣିଥରେ ବଢିଛି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା। କିଛି ଦିନ ହେବ ରାଜ୍ୟରେ ୧୦୦ ତଳେ ରହୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୧୦୦ ପାର୍‌ କରିଛି। ଦେଶରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୪୦ ହଜାର ଛୁଇଁଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମଧ୍ୟରେ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୫୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଅନ୍ୟପଟେ ଷ୍ଟିଲ୍‌ ସିଟି କଟକରେ ଚିନ୍ତା ବଢାଇଛି କରୋନା ସଂକ୍ରମଣ । କଟକର ଏକ ଘରୋଇ କଲେଜରୁ ୧୨ ଆକ୍ରାନ୍ତ ଚିହ୍ନଟ ହେବା ପରେ ଆଉ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୨୫ ଜଣଙ୍କ ନମୂନା ପରୀକ୍ଷା କରାଯାଇଥିଲା । ଏହା ମଧ୍ୟରୁ ୧୩ ଜଣଙ୍କର ପଜିଟିଭ୍ ଆସିଥିବା ଜଣାପଡିଛି ।

ଦୁଇ ଦିନରେ କଲେଜରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୨୫ ଛୁଇଁଛି । ତେଣୁ ଏହି ଘରୋଇ କଲେଜକୁ ୧୦ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି କଲେଜ କର୍ତୃପକ୍ଷ । ସମସ୍ତ ପଜିଟିଭଙ୍କୁ ଏବେ କରୋନା ଗାଇଡଲାଇନ ଅନୁସାରେ ସଂଗରୋଧରେ ରଖାଯାଇଛି । ଆଜି କଲେଜରେ ଥିବା ଅନ୍ୟ ସମସ୍ତ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ କରୋନା ପରୀକ୍ଷା କରାଯାଉଛି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର