ରାଜ୍ୟରେ ନିଯୁକ୍ତ ହେବେ ୧୧ ହଜାର ୪୫୦ ଶିକ୍ଷକ, ୨୩ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ନିଯୁକ୍ତ ହେବେ ୧୧ ହଜାର ୪୫୦ ଶିକ୍ଷକ ।  ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ୧୧,୪୫୦ ଗୋଟି ଶିକ୍ଷକ ପଦବୀ ପୂରଣ ପାଇଁ  ନିଷ୍ପତ୍ତି  ନିଆଯାଇଛି। ପ୍ରଥମ ପର୍ଯ୍ଯାୟରେ ୪୬୧୯ଗୋଟି ଶିକ୍ଷକ ପଦବୀ ପୂରଣ କରାଯିବ । ୨୦୫୫ ହୀନ୍ଦି, ୧୩୦୪ ସଂସ୍କୃତ ଏବଂ ୧୨୬୦ପିଇଟି ପଦବୀ ପୂରଣ ହେବା ପାଇଁ ଅଗଷ୍ଟ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଭଳି ଦ୍ବିତୀୟ ପର୍ଯ୍ଯାୟରେ ୬୦୬୫ଗୋଟି ଟିଜିଟି […]

ଭୁବନେଶ୍ବର: ରାଜ୍ୟରେ ନିଯୁକ୍ତ ହେବେ ୧୧ ହଜାର ୪୫୦ ଶିକ୍ଷକ ।  ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ୧୧,୪୫୦ ଗୋଟି ଶିକ୍ଷକ ପଦବୀ ପୂରଣ ପାଇଁ  ନିଷ୍ପତ୍ତି  ନିଆଯାଇଛି।

ଆହୁରି ପଢ଼ନ୍ତୁ: ଘର ଭିତରେ ଭୟଙ୍କର ବାଣ ବିସ୍ଫୋରଣ; ବାପା ମୃତ, ପୁଅ ସମେତ ୬ ଜଣ ଗୁରୁତର

ପ୍ରଥମ ପର୍ଯ୍ଯାୟରେ ୪୬୧୯ଗୋଟି ଶିକ୍ଷକ ପଦବୀ ପୂରଣ କରାଯିବ । ୨୦୫୫ ହୀନ୍ଦି, ୧୩୦୪ ସଂସ୍କୃତ ଏବଂ ୧୨୬୦ପିଇଟି ପଦବୀ ପୂରଣ ହେବା ପାଇଁ ଅଗଷ୍ଟ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଭଳି ଦ୍ବିତୀୟ ପର୍ଯ୍ଯାୟରେ ୬୦୬୫ଗୋଟି ଟିଜିଟି ଏବଂ ତେଲଗୁ ଏବଂ ତୃତୀୟ ପର୍ଯ୍ଯାୟରେ ୯୪୦ ସ୍ନାତକ, କ୍ଲାସିକାଲ ଓ ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ୯ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ସ୍କାମ୍: ସଡକ ଓ ଗୃହ ନିର୍ମାଣ ବିଭାଗର ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର