ଗୋଟିଏ ଦିନରେ ରାଜ୍ୟରୁ ସୁସ୍ଥ ହେଲେ ୧୧, ୮୨୧ କରୋନା ଆକ୍ରାନ୍ତ

The Sakala Picture
Published On

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି । କିନ୍ତୁ ସେହି ଅନୁପାତରେ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଏହି କ୍ରମରେ ଆଜି ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୧ ହଜାର ୮୨୧ ଜଣ ଆକ୍ରାନ୍ତ । ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୯୨୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୫୯୬, କଟକରୁ ୧୦୫୨, କଳାହାଣ୍ଡିରୁ ୫୭୫, ଅନୁଗୁଳରୁ ୫୬୨, ସମ୍ବଲପୁରରୁ ୫୩୩, ବରଗଡ଼ରୁ ୪୫୭, ଝାରସୁଗୁଡ଼ାରୁ […]

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି । କିନ୍ତୁ ସେହି ଅନୁପାତରେ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଏହି କ୍ରମରେ ଆଜି ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୧ ହଜାର ୮୨୧ ଜଣ ଆକ୍ରାନ୍ତ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୯୨୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୫୯୬, କଟକରୁ ୧୦୫୨, କଳାହାଣ୍ଡିରୁ ୫୭୫, ଅନୁଗୁଳରୁ ୫୬୨, ସମ୍ବଲପୁରରୁ ୫୩୩, ବରଗଡ଼ରୁ ୪୫୭, ଝାରସୁଗୁଡ଼ାରୁ ୪୪୨, ପୁରୀରୁ ୪୩୩, ବଲାଙ୍ଗିରରୁ ୩୧୮, ନବରଙ୍ଗପୁରରୁ ୩୧୬, କେନ୍ଦୁଝରରୁ ୩୧୫, ବୌଦ୍ଧରୁ ୨୭୮, ବାଲେଶ୍ବରରୁ ୨୬୦ ଓ ଯାଜପୁରରୁ ୨୩୭ ଜଣ ସୁସ୍ଥ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଜନଗଣନା କରିବା ବାହାନାରେ ଆସିଲା, ବେକରେ ଛୁରୀ ଲଗାଇ ଫୋନ ଓ ମଙ୍ଗଳସୂତ୍ର ନେଇଗଲା ଲୁଟେରା

ସେହିପରି ଗଞ୍ଜାମରୁ ୨୩୩ ଜଣ ସୁସ୍ଥ ହୋଇଥିବା ବେଳେ, ନୂଆପଡ଼ାରୁ ୨୨୯, କେନ୍ଦ୍ରାପଡ଼ାରୁ ୨୦୩, ଦେବଗଡ଼ରୁ ୧୯୯, ମୟୂରଭଞ୍ଜରୁ ୧୭୯, ନୟାଗଡ଼ରୁ ୧୭୪, ଜଗତସିଂହପୁରରୁ ୧୪୨, ରାୟଗଡ଼ାରୁ ୧୩୭, ସୋନପୁରରୁ ୧୩୪, ଢେଙ୍କାନାଳରୁ ୧୨୯, ଗଜପତି ଓ କୋରାପୁଟରୁ ୧୨୦ ଜଣ ଲେଖାଏଁ, କନ୍ଧମାଳରୁ ୮୫, ଭଦ୍ରକରୁ ୮୩, ମାଲକାନଗିରିରୁ ୫୮ ଓ ଷ୍ଟେଟ୍ ପୁଲରୁ ୩୦୧ ଜଣ ଆକ୍ରାନ୍ତ । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୫ ଲକ୍ଷ ୨୬ ହଜାର ୩୫୩ ଜଣ ।

ଆହୁରି ପଢ଼ନ୍ତୁ: ଚାକିରି ଲୋଭ ଦେଖାଇ ଆଦିବାସୀ ଯୁବତୀଙ୍କୁ ଦିଲ୍ଲୀରେ ବିକ୍ରି; ୫ ବର୍ଷ ପରେ ଘରକୁ ଯୋଗାଯୋଗ କଲେ

17 May 2021 By The Sakala

ଗୋଟିଏ ଦିନରେ ରାଜ୍ୟରୁ ସୁସ୍ଥ ହେଲେ ୧୧, ୮୨୧ କରୋନା ଆକ୍ରାନ୍ତ

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି । କିନ୍ତୁ ସେହି ଅନୁପାତରେ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଏହି କ୍ରମରେ ଆଜି ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୧ ହଜାର ୮୨୧ ଜଣ ଆକ୍ରାନ୍ତ ।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୯୨୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୫୯୬, କଟକରୁ ୧୦୫୨, କଳାହାଣ୍ଡିରୁ ୫୭୫, ଅନୁଗୁଳରୁ ୫୬୨, ସମ୍ବଲପୁରରୁ ୫୩୩, ବରଗଡ଼ରୁ ୪୫୭, ଝାରସୁଗୁଡ଼ାରୁ ୪୪୨, ପୁରୀରୁ ୪୩୩, ବଲାଙ୍ଗିରରୁ ୩୧୮, ନବରଙ୍ଗପୁରରୁ ୩୧୬, କେନ୍ଦୁଝରରୁ ୩୧୫, ବୌଦ୍ଧରୁ ୨୭୮, ବାଲେଶ୍ବରରୁ ୨୬୦ ଓ ଯାଜପୁରରୁ ୨୩୭ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ଗଞ୍ଜାମରୁ ୨୩୩ ଜଣ ସୁସ୍ଥ ହୋଇଥିବା ବେଳେ, ନୂଆପଡ଼ାରୁ ୨୨୯, କେନ୍ଦ୍ରାପଡ଼ାରୁ ୨୦୩, ଦେବଗଡ଼ରୁ ୧୯୯, ମୟୂରଭଞ୍ଜରୁ ୧୭୯, ନୟାଗଡ଼ରୁ ୧୭୪, ଜଗତସିଂହପୁରରୁ ୧୪୨, ରାୟଗଡ଼ାରୁ ୧୩୭, ସୋନପୁରରୁ ୧୩୪, ଢେଙ୍କାନାଳରୁ ୧୨୯, ଗଜପତି ଓ କୋରାପୁଟରୁ ୧୨୦ ଜଣ ଲେଖାଏଁ, କନ୍ଧମାଳରୁ ୮୫, ଭଦ୍ରକରୁ ୮୩, ମାଲକାନଗିରିରୁ ୫୮ ଓ ଷ୍ଟେଟ୍ ପୁଲରୁ ୩୦୧ ଜଣ ଆକ୍ରାନ୍ତ । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୫ ଲକ୍ଷ ୨୬ ହଜାର ୩୫୩ ଜଣ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର