କଟକର ଏକ ଘରୋଇ କଲେଜରୁ ୧୨ କରୋନା ପଜିଟିଭ୍ ଚିହ୍ନଟ

The Sakala Picture
Published On

କଟକ: ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ଯା। କଟକ ଲିଙ୍କରୋଡ୍ ସ୍ଥିତ ଏକ ଘରୋଇ କଲେଜଜରୁ  ୧୨ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଅନୁଯାୟୀ, କରୋନା ଲକ୍ଷଣ ଦେଖାଯିବା ପରେ ସମ୍ପୃକ୍ତ ଛାତ୍ରଛାତ୍ରୀ ମାନଙ୍କର ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା। ତନ୍ମଧ୍ୟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ଛାତ୍ରଛାତ୍ରୀଙ୍କୁ କ୍ବାରେଣ୍ଟାଇନରେ ରଖାଯାଇଥିବା ନେଇ କଟକ ମହାନଗର ନିଗମ ପକ୍ଷରୁ ଜଣାପଡିଛି। ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଠାବ କରାଯିବ ବୋଲି ସୂଚନା ମିଳିଛି। […]

କଟକ: ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ଯା। କଟକ ଲିଙ୍କରୋଡ୍ ସ୍ଥିତ ଏକ ଘରୋଇ କଲେଜଜରୁ  ୧୨ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ସୂଚନା ଅନୁଯାୟୀ, କରୋନା ଲକ୍ଷଣ ଦେଖାଯିବା ପରେ ସମ୍ପୃକ୍ତ ଛାତ୍ରଛାତ୍ରୀ ମାନଙ୍କର ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା। ତନ୍ମଧ୍ୟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ଛାତ୍ରଛାତ୍ରୀଙ୍କୁ କ୍ବାରେଣ୍ଟାଇନରେ ରଖାଯାଇଥିବା ନେଇ କଟକ ମହାନଗର ନିଗମ ପକ୍ଷରୁ ଜଣାପଡିଛି। ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଠାବ କରାଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ସୂଚନା ଅନୁଯାୟୀ, କଟକରେ ଥିବା ଏକ ଘରୋଇ କଲେଜରେ କିଛି ଦିନ ପୂର୍ବରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେ ଏବେ ଚିକିତ୍ସାଧୀନ ରହିଥିବା ବେଳେ ତାଙ୍କ କଣ୍ଟାକ୍ଟ ଟ୍ରେସିଂରେ ୨୫ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା । ତେବେ ପରୀକ୍ଷା ହୋଇଥିବା ନମୁନାରୁ ୧୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକି ଏବେ ଚିନ୍ତା ବଢାଇଦେଇଛି। ତେବେ ଏହି ଘରୋଇ ଶିକ୍ଷାନୁଷ୍ଠାନର ହଷ୍ଟେଲରେ ୭୦ରୁ ଅଧିକ ଛାତ୍ରଛାତ୍ରୀ ରହୁଥିବା ବେଳେ ଏହା ସ୍ଥାନୀୟ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର