ବିଜେପି ଛାଡ଼ି ବିଜେଡିରେ ମିଶିଲେ ଧର୍ମଶାଳାର ୧୨ ନେତା

The Sakala Picture
Published On

ଭୁବନେଶ୍ୱର: ଯୁବ ବିଡେଜିର ମିଶ୍ରଣ ପର୍ବ । ଯୁବ ବିଜେଡି କାର୍ଯ୍ଯାଳୟରେ ଆଜି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ବିଜେପି ଛାଡ଼ି ଯାଜପୁର ଧର୍ମଶାଳା ବିଜେପିର ୧୨ ଜଣ ବିଜେଡିରେ ଯୋଗ ଦେଇଛନ୍ତି। ଆଜିର ମିଶ୍ରଣ ପର୍ବରେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ, ଦଳର ମୁଖପାତ୍ର ପ୍ରତାପ ଦେବ, କୋରେଇ ବିଧାୟକ ଅଶୋକ ବଳ ଉପସ୍ଥିତ ଥିଲେ । ୨୦୧୯ରେ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳିର ବିଜେପି ବିଧାୟକ ପ୍ରାର୍ଥୀ ହୋଇଥିବା […]

ଭୁବନେଶ୍ୱର: ଯୁବ ବିଡେଜିର ମିଶ୍ରଣ ପର୍ବ । ଯୁବ ବିଜେଡି କାର୍ଯ୍ଯାଳୟରେ ଆଜି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ବିଜେପି ଛାଡ଼ି ଯାଜପୁର ଧର୍ମଶାଳା ବିଜେପିର ୧୨ ଜଣ ବିଜେଡିରେ ଯୋଗ ଦେଇଛନ୍ତି। ଆଜିର ମିଶ୍ରଣ ପର୍ବରେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ, ଦଳର ମୁଖପାତ୍ର ପ୍ରତାପ ଦେବ, କୋରେଇ ବିଧାୟକ ଅଶୋକ ବଳ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩ପାୱାର ବୋଟ୍‌ ସହ ୮୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

୨୦୧୯ରେ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳିର ବିଜେପି ବିଧାୟକ ପ୍ରାର୍ଥୀ ହୋଇଥିବା ରମେଶ ଚନ୍ଦ୍ର ପରିଡ଼ା ବିଜେଡିରେ ମିଶିଛନ୍ତି । ରମେଶଙ୍କ ସମେତ ବିଜେପି ଛାଡ଼ିଥିବା ଅନ୍ୟ ୧୧ ଜଣ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି । ଚୈତନ୍ୟ ସାମଲ, ମହେନ୍ଦ୍ର ପଣ୍ଡା, ବିଜୟ କୁମାର ନାୟକ, ନିରଞ୍ଜନ ବେହେରା, ଅଶୋକ କୁମାର ସାହୁ, ଆଶିଷ କୁମାର ବଳ, ବିଭୁ ପ୍ରସାଦ ଦାସ, ରମେଶ ଚନ୍ଦ୍ର ବେହେରା, ମାନସ ମହାନ୍ତି ଓ ପ୍ରଭଞ୍ଜନ ମହାନ୍ତି ବିଜେଡିରେ ମିଶିଛନ୍ତି ।

ଆହୁରି ପଢ଼ନ୍ତୁ: ପୁଅକୁ ଡାକ୍ତର କରିବାକୁ ପଣ: ଋଣ ଶୁଝିବା ଯାଏଁ ଏସ୍‌ଏଚ୍‌ଜି ନିକଟରେ ବାର୍ଦ୍ଧକ୍ୟ କାର୍ଡ ବନ୍ଧକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର