ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୧୨ ଟି ନୂଆ ଇସ୍ପାତ କାରଖାନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ପ୍ରତିଷ୍ଠା ହେବ ୧୨ ଟି ନୂଆ ଇସ୍ପାତ କାରଖାନା । ପ୍ରତିଷ୍ଠା ହେବାକୁ ଯାଉଥିବା ଇସ୍ପାତ କାରଖାନା ମଧ୍ୟରେ ସୁନ୍ଦରଗଡରେ ସର୍ବାଧିକ ୩ ଟି ରହିଥିବା ବେଳେ ଯାଜପୁରରେ ରହିଛି ୨ ଟି କାରଖାନା  ପ୍ରତିଷ୍ଠା ହେବ। ସେହିପରି ଅନୁଗୁଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି।  ରାଜ୍ୟରେ ବର୍ତ୍ତମାନ ୫୧ ଟି ଇସ୍ପାତ କାରଖାନା ରହିଥିବା ବେଳେ ସେଗୁଡ଼ିକର ବାର୍ଷିକ […]

ଭୁବନେଶ୍ବର: ରାଜ୍ୟରେ ପ୍ରତିଷ୍ଠା ହେବ ୧୨ ଟି ନୂଆ ଇସ୍ପାତ କାରଖାନା । ପ୍ରତିଷ୍ଠା ହେବାକୁ ଯାଉଥିବା ଇସ୍ପାତ କାରଖାନା ମଧ୍ୟରେ ସୁନ୍ଦରଗଡରେ ସର୍ବାଧିକ ୩ ଟି ରହିଥିବା ବେଳେ ଯାଜପୁରରେ ରହିଛି ୨ ଟି କାରଖାନା  ପ୍ରତିଷ୍ଠା ହେବ। ସେହିପରି ଅନୁଗୁଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି।  ରାଜ୍ୟରେ ବର୍ତ୍ତମାନ ୫୧ ଟି ଇସ୍ପାତ କାରଖାନା ରହିଥିବା ବେଳେ ସେଗୁଡ଼ିକର ବାର୍ଷିକ ଉତ୍ପାଦନ ୩୩.୧୨ ରହିଛି। ଏ ନେଇ ବିଧାନସଭାରେ ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନ ରେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଲିଖିତ ଉତ୍ତର ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର