ରାଜ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତ୍ୟୁସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ଭଦ୍ରକରୁ ଜଣେ, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ଜଣେ, ରାୟଗଡ଼ାରୁ ୪ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୦୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । […]

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତ୍ୟୁସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ଭଦ୍ରକରୁ ଜଣେ, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ଜଣେ, ରାୟଗଡ଼ାରୁ ୪ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୦୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୪୫୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୪୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୬୨ ହଜାର ୬୨୨କୁ ବୃଦ୍ଧି ପାଇଛି । ରାଜ୍ୟରେ ୩ ଲକ୍ଷ ୯୧ ହଜାର ୪୮ ଜଣ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ୬୯ ହଜାର ୪୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

 

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର