କଥା ଦେଇ କଥା ରଖିଲେ ୫ଟି ସଚିବ: ବେଦବ୍ୟାସ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟ କରଣ ପାଇଁ ମଞ୍ଜୁର ହେଲା ୧୪ କୋଟି ୫୦ ଲକ୍ଷ ଟଙ୍କା

The Sakala Picture
Published On

ରାଉରକେଲା: କଥା ଦେଇ କଥା ରଖିଲେ ୫ଟି ସଚିବ ଭିକେ ପାଣ୍ଡିଆନ। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୧୪ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଛି। ରାଜ୍ୟର ଏକ ପ୍ରମୁଖ ତୀର୍ଥସ୍ଥଳୀ ତଥା ପର୍ଯ୍ୟଟନ ସ୍ଥଳୀ ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ଜାରି ରହିଥିବା ବେଳେ ନୂତନ ମନ୍ଦିର ନିର୍ମାଣ ସହ ଅଧିକ ଉନ୍ନତିକରଣ ଓ […]

ରାଉରକେଲା: କଥା ଦେଇ କଥା ରଖିଲେ ୫ଟି ସଚିବ ଭିକେ ପାଣ୍ଡିଆନ। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୧୪ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

ରାଜ୍ୟର ଏକ ପ୍ରମୁଖ ତୀର୍ଥସ୍ଥଳୀ ତଥା ପର୍ଯ୍ୟଟନ ସ୍ଥଳୀ ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ଜାରି ରହିଥିବା ବେଳେ ନୂତନ ମନ୍ଦିର ନିର୍ମାଣ ସହ ଅଧିକ ଉନ୍ନତିକରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ହେବ। ପୁଣି ୧୪ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହେବା ପରେ ବିଭିନ୍ନ ମହଲରେ ଖୁସି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୫ ଟି ସଚିବ ଭିକେ ପାଣ୍ଡିଆନ ଗତ ଜାନୁଆରୀ ୧୪ ତାରିଖ ବେଦବ୍ୟାସ ମନ୍ଦିର ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରିବା ପାଇଁ ଆଉ କଣ ଆବଶ୍ୟକତା ରହିଛି ସେ ସମ୍ପର୍କରେ ଡିଟେଲ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରିବା ପାଇଁ ୧୪ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଥିବାରୁ ବେଦବ୍ୟାସ ଟ୍ରଷ୍ଟ ବୋର୍ଡ ଓ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ପାଇଁ ରାଜଗାଙ୍ଗପୁର କଂଗ୍ରେସ ବିଧାୟକ ରାଜନ ଏକ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

13 Oct 2023 By The Sakala

କଥା ଦେଇ କଥା ରଖିଲେ ୫ଟି ସଚିବ: ବେଦବ୍ୟାସ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟ କରଣ ପାଇଁ ମଞ୍ଜୁର ହେଲା ୧୪ କୋଟି ୫୦ ଲକ୍ଷ ଟଙ୍କା

ରାଉରକେଲା: କଥା ଦେଇ କଥା ରଖିଲେ ୫ଟି ସଚିବ ଭିକେ ପାଣ୍ଡିଆନ। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୧୪ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଛି।

ରାଜ୍ୟର ଏକ ପ୍ରମୁଖ ତୀର୍ଥସ୍ଥଳୀ ତଥା ପର୍ଯ୍ୟଟନ ସ୍ଥଳୀ ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ଜାରି ରହିଥିବା ବେଳେ ନୂତନ ମନ୍ଦିର ନିର୍ମାଣ ସହ ଅଧିକ ଉନ୍ନତିକରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ହେବ। ପୁଣି ୧୪ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହେବା ପରେ ବିଭିନ୍ନ ମହଲରେ ଖୁସି ପ୍ରକାଶ ପାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୫ ଟି ସଚିବ ଭିକେ ପାଣ୍ଡିଆନ ଗତ ଜାନୁଆରୀ ୧୪ ତାରିଖ ବେଦବ୍ୟାସ ମନ୍ଦିର ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରିବା ପାଇଁ ଆଉ କଣ ଆବଶ୍ୟକତା ରହିଛି ସେ ସମ୍ପର୍କରେ ଡିଟେଲ ରିପୋର୍ଟ ଦେବାକୁ ନିର୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରିବା ପାଇଁ ୧୪ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଥିବାରୁ ବେଦବ୍ୟାସ ଟ୍ରଷ୍ଟ ବୋର୍ଡ ଓ ସୁନ୍ଦରଗଡ଼ ଜିଲ୍ଲାବାସୀ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବେଦବ୍ୟାସ ମନ୍ଦିରର ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ପାଇଁ ରାଜଗାଙ୍ଗପୁର କଂଗ୍ରେସ ବିଧାୟକ ରାଜନ ଏକ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର