ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ, ୧୫ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

The Sakala Picture
Published On

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। -ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ପାଇଁ ଆଲୋଚନା ହୋଇଛି। କେନ୍ଦ୍ରକୁ ଏ ନେଇ ପ୍ରସ୍ତାବ ଦେବାକୁ କ୍ୟାବିନେଟରେ ଅନୁମୋଦନ ମିଳିଛି। -ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି। -ଯୋଗାଯୋଗ ନଥିବା ରାଜ୍ୟର ସବୁ ଗାଁକୁ ହେବ […]

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

-ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ପାଇଁ ଆଲୋଚନା ହୋଇଛି। କେନ୍ଦ୍ରକୁ ଏ ନେଇ ପ୍ରସ୍ତାବ ଦେବାକୁ କ୍ୟାବିନେଟରେ ଅନୁମୋଦନ ମିଳିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

-ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

-ଯୋଗାଯୋଗ ନଥିବା ରାଜ୍ୟର ସବୁ ଗାଁକୁ ହେବ ରାସ୍ତା।  ମୁଖ୍ୟମନ୍ତ୍ରୀ ସଡ଼କ ଯାେଜନାରେ ସବୁ ଗାଁକୁ ରାସ୍ତା ନିର୍ମାଣ ନେଇ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

– ଶୀତଳାପଲ୍ଲୀରେ ହେବ ମଳ୍ଟିସ୍ପେଶାଲିଟି ହସ୍ପିଟାଲ । ଟାଟା ଷ୍ଟିଲ ପକ୍ଷରୁ ପ୍ରସ୍ତାବିତ ହସ୍ପିଟାଲ ପାଇଁ ଜମି ଦେବେ ସରକାର । ୪୩.୦୫ ଏକର ଜମି ପାଇଁ ବାର୍ଷିକ ରେଣ୍ଟ ଛାଡ କରିଛନ୍ତି ସରକାର ।

– ଅନାଥଶ୍ରମ, ବ୍ଲାଇଣ୍ଡ ସ୍କୁଲ ଓ ଗୋଶାଳା ପାଇଁ ସ୍ବତନ୍ତ୍ର ରେଣ୍ଟ ବ୍ୟବସ୍ଥା । ସ୍ବତନ୍ତ୍ର ରେଣ୍ଟ ସମ୍ପର୍କୀତ ନୀତିକୁ କ୍ୟାବିନେଟ ମୋହର ବାଜିଛି।

– ରାୟଗଡ଼ା ମା’ ମଝିଘରିଆଣୀ ମନ୍ଦିରର ହେବ ଉନ୍ନତି। ମନ୍ଦିର ରୂପାନ୍ତରଣ ପାଇଁ ଜମି ଦେବେ ସରକାର। ମନ୍ଦିର ପାଇଁ ସରକାର ଦେବେ ୬ ଏକର ଜମି । ବିନା ପ୍ରମିୟମରେ ମିଳିବ ଜମି ।

– ଓଡ଼ିଶା ଜିଏସଟି ଆଇନରେ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।

-ଅବଢ଼ା ଯୋଜନାରେ ସଂଶୋଧିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି।

21 Jun 2023 By The Sakala

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ, ୧୫ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

-ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ପାଇଁ ଆଲୋଚନା ହୋଇଛି। କେନ୍ଦ୍ରକୁ ଏ ନେଇ ପ୍ରସ୍ତାବ ଦେବାକୁ କ୍ୟାବିନେଟରେ ଅନୁମୋଦନ ମିଳିଛି।

-ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି।

-ଯୋଗାଯୋଗ ନଥିବା ରାଜ୍ୟର ସବୁ ଗାଁକୁ ହେବ ରାସ୍ତା।  ମୁଖ୍ୟମନ୍ତ୍ରୀ ସଡ଼କ ଯାେଜନାରେ ସବୁ ଗାଁକୁ ରାସ୍ତା ନିର୍ମାଣ ନେଇ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

– ଶୀତଳାପଲ୍ଲୀରେ ହେବ ମଳ୍ଟିସ୍ପେଶାଲିଟି ହସ୍ପିଟାଲ । ଟାଟା ଷ୍ଟିଲ ପକ୍ଷରୁ ପ୍ରସ୍ତାବିତ ହସ୍ପିଟାଲ ପାଇଁ ଜମି ଦେବେ ସରକାର । ୪୩.୦୫ ଏକର ଜମି ପାଇଁ ବାର୍ଷିକ ରେଣ୍ଟ ଛାଡ କରିଛନ୍ତି ସରକାର ।

– ଅନାଥଶ୍ରମ, ବ୍ଲାଇଣ୍ଡ ସ୍କୁଲ ଓ ଗୋଶାଳା ପାଇଁ ସ୍ବତନ୍ତ୍ର ରେଣ୍ଟ ବ୍ୟବସ୍ଥା । ସ୍ବତନ୍ତ୍ର ରେଣ୍ଟ ସମ୍ପର୍କୀତ ନୀତିକୁ କ୍ୟାବିନେଟ ମୋହର ବାଜିଛି।

– ରାୟଗଡ଼ା ମା’ ମଝିଘରିଆଣୀ ମନ୍ଦିରର ହେବ ଉନ୍ନତି। ମନ୍ଦିର ରୂପାନ୍ତରଣ ପାଇଁ ଜମି ଦେବେ ସରକାର। ମନ୍ଦିର ପାଇଁ ସରକାର ଦେବେ ୬ ଏକର ଜମି । ବିନା ପ୍ରମିୟମରେ ମିଳିବ ଜମି ।

– ଓଡ଼ିଶା ଜିଏସଟି ଆଇନରେ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।

-ଅବଢ଼ା ଯୋଜନାରେ ସଂଶୋଧିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର