ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୭୩ କରୋନା ପଜିଟିଭ୍
ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୨୧ ଜଣ । ସେହିପରି ୧୦୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । […]
ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୨୧ ଜଣ । ସେହିପରି ୧୦୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୫୧୪୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୦୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୯୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୩୫୭୭୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Covid-19 Report For 10th December
New Positive Cases: 173
Of which 0-18 years: 21
In quarantine: 102
Local contacts: 71(Details of local contacts will be shared by concerned District)
1. Balasore: 3
2. Bargarh: 3
3. Bhadrak: 1
4. Balangir: 1
5. Cuttack: 4
6. Deogarh: 1— I & PR Department, Odisha (@IPR_Odisha) December 11, 2021
7. Dhenkanal: 2
8. Gajapati: 3
9. Jagatsinghpur: 2
10. Jajpur: 7
11. Jharsuguda: 1
12. Kendrapada: 1
13. Khurda: 86
14. Koraput: 1
15. Mayurbhanj: 19
16. Puri: 5
17. Rayagada: 1
18. Sambalpur: 5
19. Sonepur: 1
20. Sundargarh: 7
21. State Pool: 19— I & PR Department, Odisha (@IPR_Odisha) December 11, 2021
New recoveries: 307
Cumulative tested: 24357781
Positive: 1051414
Recovered: 1040927
Active cases: 2001— I & PR Department, Odisha (@IPR_Odisha) December 11, 2021






