ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୨୯ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୨୯ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୨୯ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୬୩୧୭କୁ ବୃଦ୍ଧି ପାଇଥିବା ବେଳେ ୦୩୫୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୬୧୬ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ସର୍ବଦଳୀୟ ବୈଠକରେ ବିଜେଡିର ଆଭିମୁଖ୍ୟ ସ୍ପଷ୍ଟ: ସଂସଦରେ ଉଠିବ ରାଜ୍ୟ ସରକାରଙ୍କ ବିଫଳତା ପ୍ରସଙ୍ଗ

18 Nov 2021 By The Sakala

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୨୯ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୨୯ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୬୩୧୭କୁ ବୃଦ୍ଧି ପାଇଥିବା ବେଳେ ୦୩୫୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୬୧୬ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର