ରାଜ୍ୟ କ୍ୟାବିନେଟ ବୈଠକରେ ୧୯ ପ୍ରସ୍ତାବ ଉପରେ ବାଜିଲା ମୋହର

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଆଜିର ରାଜ୍ୟ କ୍ୟାବିନଟ ବୈଠକ ଶେଷ ହୋଇଛି। ଏହି କ୍ୟାବିନେଟରେ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। । ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଛି। ଏହି ଯୋଜନାରେ ଯୁବକ ଓ ଯୁବତୀଙ୍କୁ ଦକ୍ଷତା ବିକାଶ ତାଲିମ ଦିଆଯିବ। ପ୍ରତିବର୍ଷ ୧ ଲକ୍ଷ ଯୁବକଙ୍କୁ ତାଲିମ ଦିଆଯିବ। ଆସନ୍ତା ୩ବର୍ଷ ପର୍ଯ୍ୟନ୍ତ ଦିଆଯିବ ଏହି ଦକ୍ଷତା ବିକାଶ ତାଲିମ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଆଜିର ରାଜ୍ୟ କ୍ୟାବିନଟ ବୈଠକ ଶେଷ ହୋଇଛି। ଏହି କ୍ୟାବିନେଟରେ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। । ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଛି। ଏହି ଯୋଜନାରେ ଯୁବକ ଓ ଯୁବତୀଙ୍କୁ ଦକ୍ଷତା ବିକାଶ ତାଲିମ ଦିଆଯିବ। ପ୍ରତିବର୍ଷ ୧ ଲକ୍ଷ ଯୁବକଙ୍କୁ ତାଲିମ ଦିଆଯିବ। ଆସନ୍ତା ୩ବର୍ଷ ପର୍ଯ୍ୟନ୍ତ ଦିଆଯିବ ଏହି ଦକ୍ଷତା ବିକାଶ ତାଲିମ । ଏଥିପାଇଁ ୩୮୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସରକାରୀ ଦକ୍ଷତା ଓ ଶିକ୍ଷାନୁଷ୍ଠାନ ଜାରିଆରେ ତାଲିମ ଦିଆଯିବ।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

ଆହୁରି ଆଗେଇବ ମିଲେଟ ମିଶନ । ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ସ୍ବତନ୍ତ୍ର ଯୋଜନାକୁ ମଧ୍ୟ ମଞ୍ଜୁର ମିଳିଛି।

ଆହୁରି ପଢ଼ନ୍ତୁ: ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

ଅସ୍ତରଙ୍ଗ, ଗୋପ, କାକଟପୁରରେ ପାନୀୟ ଜଳ ପ୍ରକଳ୍ପ ହେବ । ଏଥିସହ ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ମଧ୍ୟ ପାନୀୟ ଜଳ ପ୍ରକଳ୍ପ ହେବ। ଏ ନେଇ ଆଜି କ୍ୟାବିନେଟରେ ମୋହର ବାଜିଛି। ନାଇଜର ପରିସରରେ ଏକ କ୍ୟାନସର ହସ୍ପିଟାଲ ନିର୍ମାଣ ହେବ। ଟାଟା ମେମୋରିଆଲ ପକ୍ଷରୁ ଏହି କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ। ଏଥି ପାଇଁ ରାଜ୍ୟସରକାର ୪୮.୮୪୨ ଏକର ଜମି ପ୍ରଦାନ କରିବେ । ଏ ନେଇ କ୍ୟାବିନେଟରେ ମଞ୍ଜୁର ମିଳିଛି।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ଜିଲ୍ଲାରେ କାଲିଠୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍‌

୪୩୭୩ ପଞ୍ଚାୟତରେ ଖୋଲିବ CSP ପ୍ଲସ ବ୍ୟାଙ୍କିଂ ଆଉଟଲେଟ୍ । ୬ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଜରିଆରେ ଖୋଲିବ ବ୍ୟାଙ୍କିଂ ଆଉଟଲେଟ୍ । ଏଥିପାଇଁ ୫୦୦ କୋଟିର ବ୍ୟୟବରାଦକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି।

[wp-embedder-pack width=”100%” height=”400px” download=”all” download-text=”” attachment_id=”94093″ /]

11 Aug 2023 By The Sakala

ରାଜ୍ୟ କ୍ୟାବିନେଟ ବୈଠକରେ ୧୯ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଆଜିର ରାଜ୍ୟ କ୍ୟାବିନଟ ବୈଠକ ଶେଷ ହୋଇଛି। ଏହି କ୍ୟାବିନେଟରେ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। । ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଛି। ଏହି ଯୋଜନାରେ ଯୁବକ ଓ ଯୁବତୀଙ୍କୁ ଦକ୍ଷତା ବିକାଶ ତାଲିମ ଦିଆଯିବ। ପ୍ରତିବର୍ଷ ୧ ଲକ୍ଷ ଯୁବକଙ୍କୁ ତାଲିମ ଦିଆଯିବ। ଆସନ୍ତା ୩ବର୍ଷ ପର୍ଯ୍ୟନ୍ତ ଦିଆଯିବ ଏହି ଦକ୍ଷତା ବିକାଶ ତାଲିମ । ଏଥିପାଇଁ ୩୮୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସରକାରୀ ଦକ୍ଷତା ଓ ଶିକ୍ଷାନୁଷ୍ଠାନ ଜାରିଆରେ ତାଲିମ ଦିଆଯିବ।

ଆହୁରି ଆଗେଇବ ମିଲେଟ ମିଶନ । ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ସ୍ବତନ୍ତ୍ର ଯୋଜନାକୁ ମଧ୍ୟ ମଞ୍ଜୁର ମିଳିଛି।

ଅସ୍ତରଙ୍ଗ, ଗୋପ, କାକଟପୁରରେ ପାନୀୟ ଜଳ ପ୍ରକଳ୍ପ ହେବ । ଏଥିସହ ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ମଧ୍ୟ ପାନୀୟ ଜଳ ପ୍ରକଳ୍ପ ହେବ। ଏ ନେଇ ଆଜି କ୍ୟାବିନେଟରେ ମୋହର ବାଜିଛି। ନାଇଜର ପରିସରରେ ଏକ କ୍ୟାନସର ହସ୍ପିଟାଲ ନିର୍ମାଣ ହେବ। ଟାଟା ମେମୋରିଆଲ ପକ୍ଷରୁ ଏହି କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ। ଏଥି ପାଇଁ ରାଜ୍ୟସରକାର ୪୮.୮୪୨ ଏକର ଜମି ପ୍ରଦାନ କରିବେ । ଏ ନେଇ କ୍ୟାବିନେଟରେ ମଞ୍ଜୁର ମିଳିଛି।

୪୩୭୩ ପଞ୍ଚାୟତରେ ଖୋଲିବ CSP ପ୍ଲସ ବ୍ୟାଙ୍କିଂ ଆଉଟଲେଟ୍ । ୬ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଜରିଆରେ ଖୋଲିବ ବ୍ୟାଙ୍କିଂ ଆଉଟଲେଟ୍ । ଏଥିପାଇଁ ୫୦୦ କୋଟିର ବ୍ୟୟବରାଦକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର