ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୯୧ ନୂଆ ପଜିଟିଭ୍‌, ୧୪୬ ଲୋକାଲ୍‌ କେସ୍‌

The Sakala Picture
Published On

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ବଢିଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜଧାନୀରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ଭୁବନେଶ୍ବରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ୧୯୧ ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବାବେଳେ ସେ ଭିତରୁ ୧୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ସଂଗରୋଧରୁ ୪୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୩ ହଜାର ୮୯୩ […]

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ବଢିଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜଧାନୀରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ଭୁବନେଶ୍ବରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ୧୯୧ ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବାବେଳେ ସେ ଭିତରୁ ୧୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ସଂଗରୋଧରୁ ୪୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୩ ହଜାର ୮୯୩ ରେ ପହଂଚିଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ; ୪୮ ଘଣ୍ଟା ଭିତରେ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଅନୁରୋଧ

ବିଏମସିର ରିପୋର୍ଟ ମୁତାବକ ରାଜଧାନୀରୁ ଚିହ୍ନଟ ହୋଇଛନ୍ତି ମୋଟ ୧୪୬ ସ୍ଥାନୀୟ ସଂକ୍ରମିତ । ବିଶେଷକରି  ଖଣ୍ଡଗିରି, ପୁରୁଣା ଭୁବନେଶ୍ୱର, ପାତ୍ରପଡା, ପଡିଆ, ରସୁଲଗଡ, ସୁନ୍ଦରପଦା ଅଂଚଳରୁ ଏକାଧିକ ଲୋକାଲ୍ କେସ୍ ସାମ୍ନାକୁ ଆସିଛି । ଯାହାକି ବିଏମସି ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି । ଖାଲି ସେତିକି ନୁହେଁ ରସୁଲଗଡ ଓ ୟୁନିଟ୍‌ ୩  ଅଂଚଳରୁ ମଧ୍ୟ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଭୁବନେଶ୍ବରରେ ୬୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୩୩ ହଜାର ୮୯୩ ରେ ପହଂଚିଛି। ଏଯାଏଁ ୨୫୦ ଜଣ ଲୋକଙ୍କର ମୃତ୍ୟୁ ହୋଇଛନ୍ତି। ଏବେ ୧୨୩୬ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।

13 Apr 2021 By The Sakala

ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୯୧ ନୂଆ ପଜିଟିଭ୍‌, ୧୪୬ ଲୋକାଲ୍‌ କେସ୍‌

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ବଢିଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜଧାନୀରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ଭୁବନେଶ୍ବରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ୧୯୧ ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବାବେଳେ ସେ ଭିତରୁ ୧୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ସଂଗରୋଧରୁ ୪୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୩ ହଜାର ୮୯୩ ରେ ପହଂଚିଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ବିଏମସିର ରିପୋର୍ଟ ମୁତାବକ ରାଜଧାନୀରୁ ଚିହ୍ନଟ ହୋଇଛନ୍ତି ମୋଟ ୧୪୬ ସ୍ଥାନୀୟ ସଂକ୍ରମିତ । ବିଶେଷକରି  ଖଣ୍ଡଗିରି, ପୁରୁଣା ଭୁବନେଶ୍ୱର, ପାତ୍ରପଡା, ପଡିଆ, ରସୁଲଗଡ, ସୁନ୍ଦରପଦା ଅଂଚଳରୁ ଏକାଧିକ ଲୋକାଲ୍ କେସ୍ ସାମ୍ନାକୁ ଆସିଛି । ଯାହାକି ବିଏମସି ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି । ଖାଲି ସେତିକି ନୁହେଁ ରସୁଲଗଡ ଓ ୟୁନିଟ୍‌ ୩  ଅଂଚଳରୁ ମଧ୍ୟ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଭୁବନେଶ୍ବରରେ ୬୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୩୩ ହଜାର ୮୯୩ ରେ ପହଂଚିଛି। ଏଯାଏଁ ୨୫୦ ଜଣ ଲୋକଙ୍କର ମୃତ୍ୟୁ ହୋଇଛନ୍ତି। ଏବେ ୧୨୩୬ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର