ବାତିଲ୍ ହେଲା ଦଶମ ବୋର୍ଡ ପରୀକ୍ଷା

The Sakala Picture
Published On

ଭୁବନେଶ୍ବର: ସଂକ୍ରମଣ ବଢୁଥିବାରୁ ପ୍ରଥମେ ସିବିଏସଇ, ଆଇସିଏସଇ ପରେ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଥିବା ଦଶମ ଶ୍ରେଣୀ ପରୀକ୍ଷା ଏବଂ ମଦ୍ରାସା ପରୀକ୍ଷାକୁ ବାତିଲ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଗଣମାଧ୍ଯକୁ ସୂଚନା ଦେଇଛନ୍ତି। କରୋନା କାଳରେ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ଏଭଳି ନିଷ୍ପତ୍ତି ନିଆଯାଇଛି। ବାର୍ଡର ନିର୍ଦ୍ଧାରିତ ପଦ୍ଧତି ଅନୁସାରେ ପରୀକ୍ଷା ଫଳ ପ୍ରକାଶ ପାଇବ। […]

ଭୁବନେଶ୍ବର: ସଂକ୍ରମଣ ବଢୁଥିବାରୁ ପ୍ରଥମେ ସିବିଏସଇ, ଆଇସିଏସଇ ପରେ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଥିବା ଦଶମ ଶ୍ରେଣୀ ପରୀକ୍ଷା ଏବଂ ମଦ୍ରାସା ପରୀକ୍ଷାକୁ ବାତିଲ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଗଣମାଧ୍ଯକୁ ସୂଚନା ଦେଇଛନ୍ତି। କରୋନା କାଳରେ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ଏଭଳି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ବାର୍ଡର ନିର୍ଦ୍ଧାରିତ ପଦ୍ଧତି ଅନୁସାରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଯଦି ଛାତ୍ରାଛାତ୍ରୀ ମାନେ ଅସନ୍ତୋଷ ରୁହନ୍ତି ତାଙ୍କ ମାର୍କକୁ ନେଇ ସେମାନେ ପରବର୍ତ୍ତୀ ସମୟରେ ଆଉଥରେ ପରୀକ୍ଷା ଦେଇପରିବେ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ଆହୁରି ପଢ଼ନ୍ତୁ: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗରେ ନବୀନଙ୍କ କଡ଼ା ସମାଲୋଚନା: ଓଡ଼ିଶାର ନ୍ୟାଯ୍ୟ ଅଧିକାର ସହ ସାଲିସ୍‌ କରିଛି ରାଜ୍ୟ ବିଜେପି

21 Apr 2021 By The Sakala

ବାତିଲ୍ ହେଲା ଦଶମ ବୋର୍ଡ ପରୀକ୍ଷା

ଭୁବନେଶ୍ବର: ସଂକ୍ରମଣ ବଢୁଥିବାରୁ ପ୍ରଥମେ ସିବିଏସଇ, ଆଇସିଏସଇ ପରେ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଥିବା ଦଶମ ଶ୍ରେଣୀ ପରୀକ୍ଷା ଏବଂ ମଦ୍ରାସା ପରୀକ୍ଷାକୁ ବାତିଲ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଗଣମାଧ୍ଯକୁ ସୂଚନା ଦେଇଛନ୍ତି। କରୋନା କାଳରେ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ଏଭଳି ନିଷ୍ପତ୍ତି ନିଆଯାଇଛି।

ବାର୍ଡର ନିର୍ଦ୍ଧାରିତ ପଦ୍ଧତି ଅନୁସାରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଯଦି ଛାତ୍ରାଛାତ୍ରୀ ମାନେ ଅସନ୍ତୋଷ ରୁହନ୍ତି ତାଙ୍କ ମାର୍କକୁ ନେଇ ସେମାନେ ପରବର୍ତ୍ତୀ ସମୟରେ ଆଉଥରେ ପରୀକ୍ଷା ଦେଇପରିବେ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର