ଅଫଲାଇନ ମାଟ୍ରିକ୍ ପରୀକ୍ଷା: ବାଦ ପଡ଼ିବ ୩୦% ସିଲାବସ୍‌, ୧୫ ଦିନ ମଧ୍ୟରେ ପ୍ରକାଶ ପାଇବ ରେଜଲ୍ଟ

The Sakala Picture
Published On

ଭୁବନେଶ୍ୱର : ମାଟ୍ରିକ ଅଫଲାଇନ ପରୀକ୍ଷା ନେଇ ଆଜି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଅଫଲାଇନରେ ହେବ ମାଟ୍ରିକ୍ ପରୀକ୍ଷା । ୭୦% ସିଲାବସ୍‌ରୁ ହେବ ମାଟ୍ରିକ ପରୀକ୍ଷା । ବାଦ ପଡ଼ିବ ୩୦ ପ୍ରତିଶତ ସିଲାବସ୍‌ । କୋଭିଡ୍ ନିୟମ ଅନୁସାରେ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି । ୧୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ମୂଲ୍ୟୟାନରେ ଅନେକ […]

ଭୁବନେଶ୍ୱର : ମାଟ୍ରିକ ଅଫଲାଇନ ପରୀକ୍ଷା ନେଇ ଆଜି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଅଫଲାଇନରେ ହେବ ମାଟ୍ରିକ୍ ପରୀକ୍ଷା । ୭୦% ସିଲାବସ୍‌ରୁ ହେବ ମାଟ୍ରିକ ପରୀକ୍ଷା । ବାଦ ପଡ଼ିବ ୩୦ ପ୍ରତିଶତ ସିଲାବସ୍‌ । କୋଭିଡ୍ ନିୟମ ଅନୁସାରେ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି । ୧୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବ ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ମୂଲ୍ୟୟାନରେ ଅନେକ ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ପ୍ରକାଶ କରିଥିଲେ। ଏହାପରେ ଅଫଲାଇନ ପରୀକ୍ଷା କରାଯିବା ନେଇ ଫର୍ମ ପୂରଣ ସହ ପରୀକ୍ଷା ନେଇ ଘୋଷଣା କରାଯାଇଛି। ଏହାସହ କରୋନା ପାଇଁ ଚଳିତ ବର୍ଷ ରାଜ୍ୟସରକାର ପରୀକ୍ଷା ଫି ଛାଡ କରିଛନ୍ତି।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ପରୀକ୍ଷା ପ୍ରଶ୍ନପତ୍ର କିଭଳି କରାଯିବ ତାହା ବୋର୍ଡ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ । କୋଭିଡ୍ ଗାଇଡ୍ ଲାଇନ୍ ଅନୁସାରେ ପରୀକ୍ଷା କରାଯିବ।ଜୁଲାଇ ପରୀକ୍ଷା ଫଳ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର