କୁଆଖାଇ ନଦୀରେ ବୁଡ଼ି ୨ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

ବାଲିପାଟଣା: ଇନ୍ଦ୍ରପାଳ ନିକଟ କୁଆଖାଇ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ଜଣ ଇଞ୍ଜିନିୟରିଂ ଛାତ୍ର ହୋଇଥିବା ସୂଚନା ।  ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି।  ଘଟଣାସ୍ଥଳରେ ବାଲିଅନ୍ତା ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଯାଇଥିବା ପ୍ରାଥମିକ ଅନୁସନ୍ଧାନରୁ ପ୍ରକାଶ ।

About The Author: The Sakala