ମେ’ ୧୮ରୁ +୨ ପରୀକ୍ଷା, ପ୍ରଥମ ଦିନରେ ଫିଜିକ୍ସ ପରୀକ୍ଷା ଦେବେ ବିଜ୍ଞାନ ଛାତ୍ରଛାତ୍ରୀ

The Sakala Picture
Published On

ଭୁବନେଶ୍ବର: ମେ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ୧୮ ତାରିଖରୁ ଆରମ୍ଭ ହୋଇ ଜୁନ୍ ୧୨ ତାରିଖରେ ପରୀକ୍ଷା ସରିବ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।  ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ବିଜ୍ଞାନ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସାମନ୍ଯ ପରିବର୍ତ୍ତ ହୋଇଛି। ପ୍ରଥମ ଥର ପାଇଁ ବିଜ୍ଞାନ ଛାତ୍ରଛାତ୍ରୀ ପ୍ରଥମ ଦିନରେ […]

ଭୁବନେଶ୍ବର: ମେ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ୧୮ ତାରିଖରୁ ଆରମ୍ଭ ହୋଇ ଜୁନ୍ ୧୨ ତାରିଖରେ ପରୀକ୍ଷା ସରିବ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।  ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ବିଜ୍ଞାନ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସାମନ୍ଯ ପରିବର୍ତ୍ତ ହୋଇଛି। ପ୍ରଥମ ଥର ପାଇଁ ବିଜ୍ଞାନ ଛାତ୍ରଛାତ୍ରୀ ପ୍ରଥମ ଦିନରେ ଫିଜିକ୍ସ ପରୀକ୍ଷା ଦେବେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ଜନ୍ମକଲା ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା

ଅନ୍ୟପଟେ ମେ’ ୨୮ ତାରିଖରୁ ଯୁକ୍ତ ୨ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର