ଡିସେମ୍ବର ୨୭ରୁ +୨ ଫର୍ମ ପୂରଣ, ମାର୍ଚ୍ଚ ଶେଷ ସୁଦ୍ଧା ସରିବ ପରୀକ୍ଷା

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୭ରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରଛାତ୍ରୀଙ୍କୁ ଫର୍ମ ପୂରଣ ବାବଦରେ ୫୨୦ ଟଙ୍କା ଦାଖଲ କରିବାକୁ ହେବ। ଛାତ୍ରଛାତ୍ରୀ ଆସନ୍ତା ଡିସେମ୍ବର ୨୭ ରୁ ଜାନୁଆରୀ ୪ ତାରିଖ ମଧ୍ୟରେ ବିନା ଜରିମାନାରେ ଫର୍ମ ପୂରଣ କରିବେ। ସେହିପରି ଜାନୁଆରୀ ୫ରୁ ୬ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଶହେ […]

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୭ରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରଛାତ୍ରୀଙ୍କୁ ଫର୍ମ ପୂରଣ ବାବଦରେ ୫୨୦ ଟଙ୍କା ଦାଖଲ କରିବାକୁ ହେବ। ଛାତ୍ରଛାତ୍ରୀ ଆସନ୍ତା ଡିସେମ୍ବର ୨୭ ରୁ ଜାନୁଆରୀ ୪ ତାରିଖ ମଧ୍ୟରେ ବିନା ଜରିମାନାରେ ଫର୍ମ ପୂରଣ କରିବେ। ସେହିପରି ଜାନୁଆରୀ ୫ରୁ ୬ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଶହେ ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିପାରିବେ ।

ଆହୁରି ପଢ଼ନ୍ତୁ: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ; ଏପ୍ରିଲ ସୁଦ୍ଧା ଆସନ ସଂରକ୍ଷଣ ଚୂଡାନ୍ତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଜାନୁଆରୀ ୭ରୁ ୧୧ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ୪୫୦ ଟଙ୍କା ଜରିମାନା ଦେଇ ଛାତ୍ରଛାତ୍ରୀ ଫର୍ମ ପୂରଣ କରି ପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦର୍ଶାଇଛି। କଲେଜର ସାମ୍ସ ପୋର୍ଟାଲ ଜରିଆରେ କଲେଜ କର୍ତ୍ତୃପକ୍ଷ ପିଲାଙ୍କ ଫର୍ମ ପୂରଣ କରିବେ। ଆବଶ୍ୟକୀୟ ଉପଯୁକ୍ତ କାଗଜପତ୍ର ସହ ନିର୍ଭୁଲ ଭାବେ ପିଲାଙ୍କ ଫର୍ମ ପୂରଣ କରିବା ପାଇଁ ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ବିଭିନ୍ନ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି

ଆହୁରି ପଢ଼ନ୍ତୁ: ସ୍ତ୍ରୀକୁ ହତ୍ୟା କରି ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲା ସ୍ୱାମୀ, ପର୍ଦ୍ଦାଫାସ୍ କଲା ୪ ବର୍ଷର ପୁଅ

ଆହୁରି ପଢ଼ନ୍ତୁ: ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ୭୮ତମ ପଣାଯାତ୍ରା ଉଦ୍‌ଘାଟିତ: ଓଡ଼ିଶାର ଦ୍ୱିତୀୟ ବାଲିଯାତ୍ରା

24 Dec 2021 By The Sakala

ଡିସେମ୍ବର ୨୭ରୁ +୨ ଫର୍ମ ପୂରଣ, ମାର୍ଚ୍ଚ ଶେଷ ସୁଦ୍ଧା ସରିବ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୭ରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରଛାତ୍ରୀଙ୍କୁ ଫର୍ମ ପୂରଣ ବାବଦରେ ୫୨୦ ଟଙ୍କା ଦାଖଲ କରିବାକୁ ହେବ। ଛାତ୍ରଛାତ୍ରୀ ଆସନ୍ତା ଡିସେମ୍ବର ୨୭ ରୁ ଜାନୁଆରୀ ୪ ତାରିଖ ମଧ୍ୟରେ ବିନା ଜରିମାନାରେ ଫର୍ମ ପୂରଣ କରିବେ। ସେହିପରି ଜାନୁଆରୀ ୫ରୁ ୬ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଶହେ ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିପାରିବେ ।

ଜାନୁଆରୀ ୭ରୁ ୧୧ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ୪୫୦ ଟଙ୍କା ଜରିମାନା ଦେଇ ଛାତ୍ରଛାତ୍ରୀ ଫର୍ମ ପୂରଣ କରି ପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦର୍ଶାଇଛି। କଲେଜର ସାମ୍ସ ପୋର୍ଟାଲ ଜରିଆରେ କଲେଜ କର୍ତ୍ତୃପକ୍ଷ ପିଲାଙ୍କ ଫର୍ମ ପୂରଣ କରିବେ। ଆବଶ୍ୟକୀୟ ଉପଯୁକ୍ତ କାଗଜପତ୍ର ସହ ନିର୍ଭୁଲ ଭାବେ ପିଲାଙ୍କ ଫର୍ମ ପୂରଣ କରିବା ପାଇଁ ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ବିଭିନ୍ନ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର