ଆନ୍ଧ୍ର ପ୍ରଦେଶ ଗୁଣ୍ଟୁରରେ ୬ ଓଡ଼ିଆଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ଶୋକ, ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

The Sakala Picture
Published On

ଆନ୍ଧ୍ର ପ୍ରଦେଶ ର ଗୁଣ୍ଟୁର ର ଏକ ମାଛ ଫାର୍ମରେ ବିଦ୍ଯୁତ ଦୁର୍ଘଟଣାରେ ଗୁଣୁପୁରର ୬ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ, ଆନ୍ଧ୍ର ପ୍ରଦେଶ ଗୁଣ୍ଟୁର […]

ଆନ୍ଧ୍ର ପ୍ରଦେଶ ର ଗୁଣ୍ଟୁର ର ଏକ ମାଛ ଫାର୍ମରେ ବିଦ୍ଯୁତ ଦୁର୍ଘଟଣାରେ ଗୁଣୁପୁରର ୬ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ସୂଚନାଯୋଗ୍ୟ ଯେ, ଆନ୍ଧ୍ର ପ୍ରଦେଶ ଗୁଣ୍ଟୁର ଜିଲ୍ଲା ରେପଲ୍ଲେ ଗ୍ରାମରେ ବିଦ୍ୟୁତ ସର୍ଟସର୍କିଟ ହେତୁ ନିଆଁରେ ପୋଡି ୬ ଜଣ ପ୍ରବାସୀ ଓଡ଼ିଆ ଶ୍ରମିକ ପ୍ରାଣ ହରାଇଥିଲେ । ମିଳିଥିବା ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରୁ ଜଣେ ଗୁଣପୁରର ହୋଇଥିବା ବେଳେ ୩ ଜଣ ତାରମାଳର ଓ ୨ ଜଣ ଫୁଲଫୁଟି ଗାଁର। ତେବେ ମୃତକମାନଙ୍କ ପରିଚୟ ମିଳି ନଥିବା ବେଳେ ଫ୍ୟାକ୍ଟ୍ରି ମାଲିକଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

30 Jul 2021 By The Sakala

ଆନ୍ଧ୍ର ପ୍ରଦେଶ ଗୁଣ୍ଟୁରରେ ୬ ଓଡ଼ିଆଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ଶୋକ, ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଆନ୍ଧ୍ର ପ୍ରଦେଶ ର ଗୁଣ୍ଟୁର ର ଏକ ମାଛ ଫାର୍ମରେ ବିଦ୍ଯୁତ ଦୁର୍ଘଟଣାରେ ଗୁଣୁପୁରର ୬ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଆନ୍ଧ୍ର ପ୍ରଦେଶ ଗୁଣ୍ଟୁର ଜିଲ୍ଲା ରେପଲ୍ଲେ ଗ୍ରାମରେ ବିଦ୍ୟୁତ ସର୍ଟସର୍କିଟ ହେତୁ ନିଆଁରେ ପୋଡି ୬ ଜଣ ପ୍ରବାସୀ ଓଡ଼ିଆ ଶ୍ରମିକ ପ୍ରାଣ ହରାଇଥିଲେ । ମିଳିଥିବା ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରୁ ଜଣେ ଗୁଣପୁରର ହୋଇଥିବା ବେଳେ ୩ ଜଣ ତାରମାଳର ଓ ୨ ଜଣ ଫୁଲଫୁଟି ଗାଁର। ତେବେ ମୃତକମାନଙ୍କ ପରିଚୟ ମିଳି ନଥିବା ବେଳେ ଫ୍ୟାକ୍ଟ୍ରି ମାଲିକଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି।

https://www.thesakala.in/latest-odisha-news/2-lakh-compensation-for-each-6-deceased-odisha-labourers-in-andhra-pradesh/article-4234
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର