ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍, ମୋଟ ୨୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

The Sakala Picture
Published On

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର। ଯାହାକୁ ନଜରରେ ରଖି ହୀରାକୁଦର ଆଜି ଆଉ ୨ଟି ଗେଟ୍‌ ଖୋଲାଯାଇଛି । ଗତ ଦୁଇଦିନର ୨୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ଆଜି ଆଉ ୨ଟି ଗେଟ୍ ଖୋଲାଯାଇଛି । ଯାହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମ ପାର୍ଶ୍ବର ୧୬ଟି ଏବଂ ଡାହାଣ ପାର୍ଶ୍ବର ୮ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି […]

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର। ଯାହାକୁ ନଜରରେ ରଖି ହୀରାକୁଦର ଆଜି ଆଉ ୨ଟି ଗେଟ୍‌ ଖୋଲାଯାଇଛି । ଗତ ଦୁଇଦିନର ୨୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ଆଜି ଆଉ ୨ଟି ଗେଟ୍ ଖୋଲାଯାଇଛି । ଯାହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମ ପାର୍ଶ୍ବର ୧୬ଟି ଏବଂ ଡାହାଣ ପାର୍ଶ୍ବର ୮ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ଉପରମୁଣ୍ଡରୁ ହୀରାକୁଦକୁ ଜଳ ପ୍ରବାହ ବଢୁଥିବାରୁ ଅଧିକ ଗେଟ୍ ଖୋଲାଯାଇଛି।

ଆହୁରି ପଢ଼ନ୍ତୁ: ଅକ୍ଷୟ ତୃତୀୟା ୨୦୨୬: ୧୯ ନା ୨୦ ଏପ୍ରିଲ? ଜାଣନ୍ତୁ ଶ୍ରୀମନ୍ଦିର ପାଞ୍ଜି ଅନୁସାରେ ସଠିକ୍ ତାରିଖ ଓ ଶୁଭ ମୁହୂର୍ତ୍ତ

23 Sep 2023 By The Sakala

ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍, ମୋଟ ୨୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର। ଯାହାକୁ ନଜରରେ ରଖି ହୀରାକୁଦର ଆଜି ଆଉ ୨ଟି ଗେଟ୍‌ ଖୋଲାଯାଇଛି । ଗତ ଦୁଇଦିନର ୨୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ଆଜି ଆଉ ୨ଟି ଗେଟ୍ ଖୋଲାଯାଇଛି । ଯାହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମ ପାର୍ଶ୍ବର ୧୬ଟି ଏବଂ ଡାହାଣ ପାର୍ଶ୍ବର ୮ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ଉପରମୁଣ୍ଡରୁ ହୀରାକୁଦକୁ ଜଳ ପ୍ରବାହ ବଢୁଥିବାରୁ ଅଧିକ ଗେଟ୍ ଖୋଲାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର