ଓଡ଼ିଶା ହାଇକୋର୍ଟରେ ଆଉ ୨ ନୂଆ ବିଚାରପତି ନିଯୁକ୍ତ, ଆଇନ୍‌ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

The Sakala Picture
Published On

କଟକ : ଓଡ଼ିଶା ହାଇକୋର୍ଟକୁ ମିଳିଲେ ଦୁଇ ନୂଆ ବିଚାରପତି । ଦୁଇ ନୂଆ ବିଚରପତିଙ୍କୁ ଆଜି ନିଯୁକ୍ତି କରାଯାଇଥିବା ନେଇ ଆଇନ୍‌ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି। ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କୁ ନିଯୁକ୍ତି ମିଳିଛି। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇବ। ୨୦୨୨, ଜୁଲାଇ ୨୫ରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ […]

କଟକ : ଓଡ଼ିଶା ହାଇକୋର୍ଟକୁ ମିଳିଲେ ଦୁଇ ନୂଆ ବିଚାରପତି । ଦୁଇ ନୂଆ ବିଚରପତିଙ୍କୁ ଆଜି ନିଯୁକ୍ତି କରାଯାଇଥିବା ନେଇ ଆଇନ୍‌ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି। ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କୁ ନିଯୁକ୍ତି ମିଳିଛି। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇବ।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

୨୦୨୨, ଜୁଲାଇ ୨୫ରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କ ନାଁ ସୁପାରିସ କରିଥିଲା। ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କୁ ନିଯୁକ୍ତି ନେଇ ବିଜ୍ଞପ୍ତି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି। ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଏବେ ଓଡ଼ିଶା ଜୁଡିସିଆଲ ଏକାଡେମିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ୧୯୭୨, ଏପ୍ରିଲ ୨୫ରେ ଜନ୍ମ ଗ୍ରହଣ କରିଥିଲେ। ସେହିଭଳି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଚିତ୍ତରଂଜନ ଦାଶ ୧୯୬୪, ନଭେମ୍ବର ୧୨ରେ ଜନ୍ମ ଗ୍ରହଣ କରିଥିଲେ। ସେ ଏବେ ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ଭାବେ କାର୍ଯ୍ୟରତ ଅଛନ୍ତି।

ଆହୁରି ପଢ଼ନ୍ତୁ: ଅଳ୍ପକେ ବର୍ତ୍ତିଲା ବଡ ଦୁର୍ଘଟଣା: ଭୁବନେଶ୍ୱର ଷ୍ଟେସନ ନିକଟରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ଦୁଇଟି ଟ୍ରେନ୍‌

12 Aug 2022 By The Sakala

ଓଡ଼ିଶା ହାଇକୋର୍ଟରେ ଆଉ ୨ ନୂଆ ବିଚାରପତି ନିଯୁକ୍ତ, ଆଇନ୍‌ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

କଟକ : ଓଡ଼ିଶା ହାଇକୋର୍ଟକୁ ମିଳିଲେ ଦୁଇ ନୂଆ ବିଚାରପତି । ଦୁଇ ନୂଆ ବିଚରପତିଙ୍କୁ ଆଜି ନିଯୁକ୍ତି କରାଯାଇଥିବା ନେଇ ଆଇନ୍‌ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି। ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କୁ ନିଯୁକ୍ତି ମିଳିଛି। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇବ।

୨୦୨୨, ଜୁଲାଇ ୨୫ରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କ ନାଁ ସୁପାରିସ କରିଥିଲା। ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କୁ ନିଯୁକ୍ତି ନେଇ ବିଜ୍ଞପ୍ତି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି। ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଏବେ ଓଡ଼ିଶା ଜୁଡିସିଆଲ ଏକାଡେମିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ୧୯୭୨, ଏପ୍ରିଲ ୨୫ରେ ଜନ୍ମ ଗ୍ରହଣ କରିଥିଲେ। ସେହିଭଳି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଚିତ୍ତରଂଜନ ଦାଶ ୧୯୬୪, ନଭେମ୍ବର ୧୨ରେ ଜନ୍ମ ଗ୍ରହଣ କରିଥିଲେ। ସେ ଏବେ ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ଭାବେ କାର୍ଯ୍ୟରତ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର