5T ଅଧ୍ୟକ୍ଷଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ଜନସାଧାରଣ

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ। ୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି। ସମସ୍ତଙ୍କୁ ସେ ନିଜ ପରିବାରର […]

ଭୁବନେଶ୍ବର : ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ।

ଆହୁରି ପଢ଼ନ୍ତୁ: ରାଜଧାନୀରୁ ସେକ୍ସ ରାକେଟ୍‌ ଠାବ: ଆୟୁର୍ବେଦ ଚିକିତ୍ସା ନାମରେ ଚାଲିଥିଲା ସେକ୍ସ ରାକେଟ୍‌

୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି। ସମସ୍ତଙ୍କୁ ସେ ନିଜ ପରିବାରର ସଦସ୍ୟ ବୋଲି ଭାବନ୍ତି। ସମସ୍ତେ ମିଳି ମିଶି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ନୂଆ ଓଡିଶା ଗଠନ ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ରଥଯାତ୍ରା ପରିଚାଳନାରେ ସମ୍ପୂର୍ଣ୍ଣ ଫେଲ୍ ମାରିଛନ୍ତି
ରାଜ୍ୟ ସରକାର: ବିଜେଡି

ସୂଚନାଯୋଗ୍ୟ ଯେ, ଗତ ୨୪ ତାରିଖରେ ରାଜ୍ୟରେ ୩୫ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ୩ଟି ବିଜ୍ଞପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ଭାବେ ଉନ୍ନୀତ କରିଥିଲେ ମୁଖ୍ୟମନ୍ତ୍ରୀ। ଆଜି ନବଗଠିତ ବିଭିନ୍ନ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ମ୍ୟୁନିସିପାଲିଟିର ଜନସାଧାରଣ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ପ୍ରକାଶ କରିଥିଲେ। ସେମାନଙ୍କ ସହିତ କୃଷକସାଥୀ ସଂଘ, ଓମଫେଡ ରିଟେଲର ସଂଘ, ନିଖିଳ ଓଡିଶା ଲେଫ୍ଟ ଆଉଟ ଗଣ ଶିକ୍ଷକ ମହାସଂଘ ଏବଂ ଓଡିଶା ପ୍ରଦେଶ ଲକ୍ଷେ ଘର ଦଳିତ ଜାତି ସମାଜ ମହାସଂଘର କର୍ମକର୍ତ୍ତାମାନେ ମଧ୍ୟ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

ଆହୁରି ପଢ଼ନ୍ତୁ: ଭବ୍ୟ ସ୍ୱାଗତ ମାଧ୍ୟମରେ ଧର୍ମେନ୍ଦ୍ରଙ୍କ ବିଫଳତାକୁ ଲୁଚାଇବାକୁ ଅପପ୍ରୟାସ କରାଯାଉଛି: ବିଜେଡି

ସୂଚନାଯୋଗ୍ୟ ଯେ, ନବ ଗଠିତ ବୌଦ୍ଧଗଡ ମ୍ୟୁନିସିପାଲିଟି, କରଞ୍ଜିଆ ମ୍ୟୁନିସିପାଲିଟି, ବେତନଟି, ପାଣିକୋଇଲି, ଜାରକା, ବସ୍ତା, ସିମୁଳିଆ, କଣ୍ଟାମାଳ, ଶେରଗଡ ଓ ରାଇକିଆ ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣଙ୍କ ସହିତ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ଅଶୋକ କୁମାର ବଳ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକ ମହିଧର ରଣା ,ପୂର୍ବତନ ଏମପି ରବିନ୍ଦ୍ର ଜେନା , ବିହନ ନିଗମ ଅଧ୍ୟକ୍ଷ ବିଜୟ ନାୟକ ଏବଂ ଅନ୍ୟ ନେତୃବୃନ୍ଦ ଆଜି ନବୀନ ନିବାସଠାରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟିଥିଲେ।

02 Mar 2024 By The Sakala

5T ଅଧ୍ୟକ୍ଷଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ଜନସାଧାରଣ

ଭୁବନେଶ୍ବର : ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ।

୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି। ସମସ୍ତଙ୍କୁ ସେ ନିଜ ପରିବାରର ସଦସ୍ୟ ବୋଲି ଭାବନ୍ତି। ସମସ୍ତେ ମିଳି ମିଶି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ନୂଆ ଓଡିଶା ଗଠନ ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ, ଗତ ୨୪ ତାରିଖରେ ରାଜ୍ୟରେ ୩୫ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ୩ଟି ବିଜ୍ଞପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ଭାବେ ଉନ୍ନୀତ କରିଥିଲେ ମୁଖ୍ୟମନ୍ତ୍ରୀ। ଆଜି ନବଗଠିତ ବିଭିନ୍ନ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ମ୍ୟୁନିସିପାଲିଟିର ଜନସାଧାରଣ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ପ୍ରକାଶ କରିଥିଲେ। ସେମାନଙ୍କ ସହିତ କୃଷକସାଥୀ ସଂଘ, ଓମଫେଡ ରିଟେଲର ସଂଘ, ନିଖିଳ ଓଡିଶା ଲେଫ୍ଟ ଆଉଟ ଗଣ ଶିକ୍ଷକ ମହାସଂଘ ଏବଂ ଓଡିଶା ପ୍ରଦେଶ ଲକ୍ଷେ ଘର ଦଳିତ ଜାତି ସମାଜ ମହାସଂଘର କର୍ମକର୍ତ୍ତାମାନେ ମଧ୍ୟ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ, ନବ ଗଠିତ ବୌଦ୍ଧଗଡ ମ୍ୟୁନିସିପାଲିଟି, କରଞ୍ଜିଆ ମ୍ୟୁନିସିପାଲିଟି, ବେତନଟି, ପାଣିକୋଇଲି, ଜାରକା, ବସ୍ତା, ସିମୁଳିଆ, କଣ୍ଟାମାଳ, ଶେରଗଡ ଓ ରାଇକିଆ ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣଙ୍କ ସହିତ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ଅଶୋକ କୁମାର ବଳ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକ ମହିଧର ରଣା ,ପୂର୍ବତନ ଏମପି ରବିନ୍ଦ୍ର ଜେନା , ବିହନ ନିଗମ ଅଧ୍ୟକ୍ଷ ବିଜୟ ନାୟକ ଏବଂ ଅନ୍ୟ ନେତୃବୃନ୍ଦ ଆଜି ନବୀନ ନିବାସଠାରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର