ବରିଷ୍ଠ ଶିଶୁ ସାହିତ୍ୟିକ ମାନସ ରଞ୍ଜନ ସାମଲ ଓ କଥାକାର ସଞ୍ଜୟ ପଣ୍ଡାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

The Sakala Picture
Published On

ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମୀ ପ୍ରଦତ୍ତ ବାଲ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷଣା କରାଯାଇଛି। ବରିଷ୍ଠ ଶିଶୁ ସାହିତ୍ୟିକ ମାନସ ରଞ୍ଜନ ସାମଲ ପାଇବେ ବାଲ ପୁରସ୍କାର । ପୁସ୍ତକ ‘ଗପ କଳିକା’ ପାଇଁ ବାଲ ସାହିତ୍ୟ ପୁରସ୍କାର ପାଇବେ ମାନସ ରଞ୍ଜନ ସାମଲ । ସେହିପରି କଥାକାର ସଞ୍ଜୟ ପଣ୍ଡାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପ୍ରଦାନ କରାଯିବ। ପୁସ୍ତକ ‘ହୁ ବାଇଆ’ ପାଇଁ ସଞ୍ଜୟଙ୍କୁ ମିଳିବ ଏହି ଯୁବ ପୁରସ୍କାର।  

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର