ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି, ଜାନୁଆରୀ ପହିଲାରୁ ପିଛିଲା ଭାବରେ ହେବ ଲାଗୁ

The Sakala Picture
Published On

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା […]

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

11 Apr 2025 By The Sakala

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି, ଜାନୁଆରୀ ପହିଲାରୁ ପିଛିଲା ଭାବରେ ହେବ ଲାଗୁ

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର