ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨% ବୃଦ୍ଧି ଘୋଷଣା

Madhusudan Das Picture
Published On

ଭୁବନେଶ୍ୱର: ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କଲେ ରାଜ୍ୟ ସରକାର । ବର୍ଦ୍ଧିତ ନିୟମ ପରେ ରାଜ୍ୟର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୬ ଜାନୁଆରୀରୁ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମାସ ଦରମାରେ ନଗଦ ଆକାରରେ ମିଳିବ । 

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ଏହାସହିତ ପେନ୍‌ସନ ଭୋଗୀମାନଙ୍କ ଟି.ଆଇ.ରେ ମଧ୍ୟ ୨% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେମାନେ ମଧ୍ୟ ଅନୁରୂପ ଭାବେ ମେ’ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ସରକାରଙ୍କ ଏହି ଭତ୍ତା ବୃଦ୍ଧି ନିଷ୍ପତ୍ତି ଯୋଗୁ ରାଜ୍ୟର ପ୍ରାୟ ସାଢ଼େ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ। 

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

15 May 2026 By Madhusudan Das

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨% ବୃଦ୍ଧି ଘୋଷଣା

ଭୁବନେଶ୍ୱର: ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କଲେ ରାଜ୍ୟ ସରକାର । ବର୍ଦ୍ଧିତ ନିୟମ ପରେ ରାଜ୍ୟର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୬ ଜାନୁଆରୀରୁ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମାସ ଦରମାରେ ନଗଦ ଆକାରରେ ମିଳିବ । 

ଏହାସହିତ ପେନ୍‌ସନ ଭୋଗୀମାନଙ୍କ ଟି.ଆଇ.ରେ ମଧ୍ୟ ୨% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେମାନେ ମଧ୍ୟ ଅନୁରୂପ ଭାବେ ମେ’ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ସରକାରଙ୍କ ଏହି ଭତ୍ତା ବୃଦ୍ଧି ନିଷ୍ପତ୍ତି ଯୋଗୁ ରାଜ୍ୟର ପ୍ରାୟ ସାଢ଼େ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର