ଗଣେଶ ପୂଜାରେ ଅଘଟଣ: କୁଆଖାଇ ନଦୀରେ ବୁଡ଼ି ୨ ଛାତ୍ର ନିଖୋଜ

The Sakala Picture
Published On

ଭୁବନେଶ୍ବର: କୁଆଖାଇ ନଦୀର ବୁଡି ଦୁଇ ଜଣ ଛାତ୍ର  ନିଖୋଜ ଅଛନ୍ତି। କଟକ ପ୍ରତାପନଗରୀ ନିକଟରେ ଗାଧୋଉଥିବା ବେଳେ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି । ଉଦ୍ଧାର ପାଇଁ ସଦର ଥାନା ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି । ସୂଚନା ଅନୁଯାୟୀ, ପାଞ୍ଚ ଜଣ ଛାତ୍ର ସାଙ୍ଗ ହୋଇ ପ୍ରତାପନଗରୀ ନିକଟରେ ଥିବା କୁଆଖାଇ ନଦୀରେ ଗାଧୋଉଥିବା ବେଳେ ଏହି ଅଘଟଣ ଘଟିଥିଲା। ହଠାତ୍‌ ପାଞ୍ଚ ଜଣ ସାଙ୍ଗ ପାଣିରେ ଭାସିଯାଇଥିଲ । ତୁରନ୍ତ […]

ଭୁବନେଶ୍ବର: କୁଆଖାଇ ନଦୀର ବୁଡି ଦୁଇ ଜଣ ଛାତ୍ର  ନିଖୋଜ ଅଛନ୍ତି। କଟକ ପ୍ରତାପନଗରୀ ନିକଟରେ ଗାଧୋଉଥିବା ବେଳେ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି । ଉଦ୍ଧାର ପାଇଁ ସଦର ଥାନା ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି ।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ସୂଚନା ଅନୁଯାୟୀ, ପାଞ୍ଚ ଜଣ ଛାତ୍ର ସାଙ୍ଗ ହୋଇ ପ୍ରତାପନଗରୀ ନିକଟରେ ଥିବା କୁଆଖାଇ ନଦୀରେ ଗାଧୋଉଥିବା ବେଳେ ଏହି ଅଘଟଣ ଘଟିଥିଲା। ହଠାତ୍‌ ପାଞ୍ଚ ଜଣ ସାଙ୍ଗ ପାଣିରେ ଭାସିଯାଇଥିଲ । ତୁରନ୍ତ ସେମାନଙ୍କ ମଧ୍ୟରୁ ୩ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏବେବି ଦୁଇ ଜଣ ନିଖୋଜ ଅଛନ୍ତି । ନିଖୋଜ ଯୁବକଙ୍କୁ ଉଦ୍ଧାର ପାଇଁ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର