ଆଜି ସନ୍ଧ୍ୟା ସୁଦ୍ଧା ହୀରାକୁଦ ଖୋଲିବ ୨୦ଟି ଗେଟ୍…

The Sakala Picture
Published On

ସମ୍ବଲପୁର: ଆଜି ସନ୍ଧ୍ୟା ସୁଦ୍ଧା ହୀରାକୁଦ ଖୋଲିବ ୨୦ଟି ଗେଟ୍। ବର୍ତ୍ତମାନ ୧୬ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ। ଜଳ ଭଣ୍ଡାର ଭିତରକୁ ବନ୍ୟାଜଳ ପ୍ରବେଶର ମାତ୍ରା ବଢୁଥିବାରୁ ସନ୍ଧ୍ୟା ସୁଦ୍ଧା ୨୦ ଟି ଗେଟ୍ ଖୋଲିବ ବୋଲି ହୀରାକୁଦ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷାକୁ ଦେଖି ତଳିଆ ଜିଲ୍ଲା ମାନଙ୍କୁ ହାଇ ଆଲର୍ଟ ଜାରି କରାଯାଇଛି। ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

25 Jul 2025 By The Sakala

ଆଜି ସନ୍ଧ୍ୟା ସୁଦ୍ଧା ହୀରାକୁଦ ଖୋଲିବ ୨୦ଟି ଗେଟ୍…

ସମ୍ବଲପୁର: ଆଜି ସନ୍ଧ୍ୟା ସୁଦ୍ଧା ହୀରାକୁଦ ଖୋଲିବ ୨୦ଟି ଗେଟ୍। ବର୍ତ୍ତମାନ ୧୬ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ। ଜଳ ଭଣ୍ଡାର ଭିତରକୁ ବନ୍ୟାଜଳ ପ୍ରବେଶର ମାତ୍ରା ବଢୁଥିବାରୁ ସନ୍ଧ୍ୟା ସୁଦ୍ଧା ୨୦ ଟି ଗେଟ୍ ଖୋଲିବ ବୋଲି ହୀରାକୁଦ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷାକୁ ଦେଖି ତଳିଆ ଜିଲ୍ଲା ମାନଙ୍କୁ ହାଇ ଆଲର୍ଟ ଜାରି କରାଯାଇଛି। ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର