ଆହୁରି ଶକ୍ତିଶାଳୀ ହେଉଛି ବିଜେଡ଼ି: ଭୁବନେଶ୍ୱର (ମଧ୍ୟ) ନିର୍ବାଚନ ମଣ୍ଡଳୀରେ ବିଜେପି ଛାଡି ବିଜେଡିରେ ମିଶିଲେ ୨୦୦ କର୍ମୀ

The Sakala Picture
Published On

ଭୁବନେଶ୍ବର: ବିଜେଡିରେ ମିଶିଲେ ବିଜେପିର ୨୦୦ କର୍ମୀ । ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ୱାର୍ଡ ନଂ ୪୦ରୁ ୨୦୦ ବିଜେପି କର୍ମୀ ଆଜି ବିଧିବଦ୍ଧ ଭାବେ ବିଜେଡ଼ିରେ ସାମିଲ ହୋଇଛନ୍ତି। ପୂର୍ବତନ ବିଜେପି ମହିଳା ମୋର୍ଚ୍ଚା ସମ୍ପାଦିକା ପାୟଲ ପଲ୍ଲବୀ ଦାଶ ଓ ପୂର୍ବତନ ଯୁବ ବିଜେପି ମୋର୍ଚ୍ଚା ଉପ ସଭାପତି ଅଭିଳାସ ଦାଶ ( ଲାଲା )ଙ୍କ ନେତୃତ୍ୱରେ ଏହି କର୍ମୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ […]

ଭୁବନେଶ୍ବର: ବିଜେଡିରେ ମିଶିଲେ ବିଜେପିର ୨୦୦ କର୍ମୀ । ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ୱାର୍ଡ ନଂ ୪୦ରୁ ୨୦୦ ବିଜେପି କର୍ମୀ ଆଜି ବିଧିବଦ୍ଧ ଭାବେ ବିଜେଡ଼ିରେ ସାମିଲ ହୋଇଛନ୍ତି। ପୂର୍ବତନ ବିଜେପି ମହିଳା ମୋର୍ଚ୍ଚା ସମ୍ପାଦିକା ପାୟଲ ପଲ୍ଲବୀ ଦାଶ ଓ ପୂର୍ବତନ ଯୁବ ବିଜେପି ମୋର୍ଚ୍ଚା ଉପ ସଭାପତି ଅଭିଳାସ ଦାଶ ( ଲାଲା )ଙ୍କ ନେତୃତ୍ୱରେ ଏହି କର୍ମୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ୱାର୍ଡ ନଂ ୪୦ କର୍ପୋରେଟର ଆସିୟା ବେଗମଙ୍କ ପୌତାହିତ୍ୟରେ ଆୟୋଜିତ ମିଶ୍ରଣ ପର୍ବ ଓ ଯୁବ ଛାତ୍ର ବିଜେଡିର ବନ୍ଧୁମିଳନ କାର୍ଯ୍ୟକ୍ରମରେ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ନେତୃତ୍ୱରେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମକୁ ବିଜେଡି ନେତା ଫିରୋଜ ଖାଁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ। ଏହି ମିଶ୍ରଣ ପର୍ବ ଯୋଗୁ ଆଗକୁ ବିଜେଡି ଆହୁରି ଅଧିକ ଶକ୍ତିଶାଳୀ ହୋଇଛି।

ଆହୁରି ପଢ଼ନ୍ତୁ: ବକେୟା ଚାଲାଣ ପୈଠ ନ କଲେ ହୋଇପାରିବନି PUCC : ହାଇକୋର୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp