୨୦୧୯ -୨୦ ପାଇଁ କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ସମ୍ମାନ ଘୋଷଣା

The Sakala Picture
Published On

ଭୁବନେଶ୍ୱର: ୨୦୧୯-୨୦ ପାଇଁ କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ସମ୍ମାନ ଓ ଏକାଡେମୀ ପୁରସ୍କାର ପାଇଁ ମନୋନୀତ କଳାକାରଙ୍କ ନାଁ ଘୋଷଣା ହୋଇଛି । ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସର୍ବୋଚ୍ଚ ସମ୍ମାନ ଆସନ୍ତା ଅଗଷ୍ଟ ୩୦ରେ ପ୍ରଦାନ କରାଯିବ । ଏହି ସମ୍ମାନ ୨୦୧୯ ମସିିହା ପାଇଁ ଘୋଷଣା କରାଯାଇଛି । ଅଭିନୟ ଓ ନିର୍ଦ୍ଦେଶନା କ୍ଷେତ୍ରରେ ଅନନ୍ତ ମହାପାତ୍ର ଏବଂ ୨୦୨୦ ପାଇଁ ଓଡ଼ିଶୀ ନୃତ୍ୟ ଶିଳ୍ପୀ କୁମକୁମ ମହାନ୍ତି କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ସମ୍ମାନ […]

ଭୁବନେଶ୍ୱର: ୨୦୧୯-୨୦ ପାଇଁ କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ସମ୍ମାନ ଓ ଏକାଡେମୀ ପୁରସ୍କାର ପାଇଁ ମନୋନୀତ କଳାକାରଙ୍କ ନାଁ ଘୋଷଣା ହୋଇଛି । ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସର୍ବୋଚ୍ଚ ସମ୍ମାନ ଆସନ୍ତା ଅଗଷ୍ଟ ୩୦ରେ ପ୍ରଦାନ କରାଯିବ । ଏହି ସମ୍ମାନ ୨୦୧୯ ମସିିହା ପାଇଁ ଘୋଷଣା କରାଯାଇଛି । ଅଭିନୟ ଓ ନିର୍ଦ୍ଦେଶନା କ୍ଷେତ୍ରରେ ଅନନ୍ତ ମହାପାତ୍ର ଏବଂ ୨୦୨୦ ପାଇଁ ଓଡ଼ିଶୀ ନୃତ୍ୟ ଶିଳ୍ପୀ କୁମକୁମ ମହାନ୍ତି କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ସମ୍ମାନ ପାଇବେ । ସେହିପରି ଏକାଡେମୀ ପୁରସ୍କାର ପାଇଁ ୨୦୧୯ ଓ ୨୦୨୦ର ୧୬ ଜଣ ଲେଖାଏଁ କଳାକାର ମନୋନୀତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଚାଞ୍ଚଲ୍ୟ: ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ନୃଶଂସ ସ୍ୱାମୀ

ଆହୁରି ପଢ଼ନ୍ତୁ: ମଝି ଚିଲିକାରେ ବାଟବଣା ହେଲା ସରକାରୀ ଭସାପୋଲ: ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଉଦ୍ଧାର

27 Aug 2021 By The Sakala

୨୦୧୯ -୨୦ ପାଇଁ କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ସମ୍ମାନ ଘୋଷଣା

ଭୁବନେଶ୍ୱର: ୨୦୧୯-୨୦ ପାଇଁ କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ସମ୍ମାନ ଓ ଏକାଡେମୀ ପୁରସ୍କାର ପାଇଁ ମନୋନୀତ କଳାକାରଙ୍କ ନାଁ ଘୋଷଣା ହୋଇଛି । ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସର୍ବୋଚ୍ଚ ସମ୍ମାନ ଆସନ୍ତା ଅଗଷ୍ଟ ୩୦ରେ ପ୍ରଦାନ କରାଯିବ । ଏହି ସମ୍ମାନ ୨୦୧୯ ମସିିହା ପାଇଁ ଘୋଷଣା କରାଯାଇଛି । ଅଭିନୟ ଓ ନିର୍ଦ୍ଦେଶନା କ୍ଷେତ୍ରରେ ଅନନ୍ତ ମହାପାତ୍ର ଏବଂ ୨୦୨୦ ପାଇଁ ଓଡ଼ିଶୀ ନୃତ୍ୟ ଶିଳ୍ପୀ କୁମକୁମ ମହାନ୍ତି କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ସମ୍ମାନ ପାଇବେ । ସେହିପରି ଏକାଡେମୀ ପୁରସ୍କାର ପାଇଁ ୨୦୧୯ ଓ ୨୦୨୦ର ୧୬ ଜଣ ଲେଖାଏଁ କଳାକାର ମନୋନୀତ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର