ରାଜ୍ୟରେ ବଢୁଛି କରୋନା ଗ୍ରାଫ୍ : ୨୦୦ ଟପିଲା ଦୈନିକ କରୋନା ମାମଲା

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି ଦୈନିକ କରୋନା ସଂକ୍ରମଣ । ରାଜ୍ୟରେ ଅନେକ ଦିନ ପରେ ଦୈନିକ କରୋନା ସଂକ୍ରମଣ ୨୦୦ ପାର କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୦୪ କରୋନା ଆକ୍ରାନ୍ତ ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ […]

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି ଦୈନିକ କରୋନା ସଂକ୍ରମଣ । ରାଜ୍ୟରେ ଅନେକ ଦିନ ପରେ ଦୈନିକ କରୋନା ସଂକ୍ରମଣ ୨୦୦ ପାର କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୦୪ କରୋନା ଆକ୍ରାନ୍ତ ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା, ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଡ଼େଇ ଗୋଡ଼େଇ ହାଣିଲେ ଦୃର୍ବୁତ୍ତ

ଆଜି ଚିହ୍ନଟ ହୋଇଥିବା ୨୦୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୮, ସୁନ୍ଦରଗଡ଼ରୁ ୧୮, ବାଲେଶ୍ଵରରୁ ୮, ପୁରୀରୁ ୫, ମୟୂରଭଞ୍ଜରୁ ୫, ଭଦ୍ରକରୁ ନୂଆପଡ଼ାରୁ ୪, ସମ୍ବଲପୁରରୁ ୩, ଦେବଗଡ଼ରୁ ୩, ଭଦ୍ରକରୁ ୩, କେନ୍ଦ୍ରାପଡ଼ାରୁ ୨, ଜଗତସିଂହପୁରରୁ ୨, ଯାଜପୁରରୁ ୧, ଢେଙ୍କାନାଳରୁ ୧, କନ୍ଧମାଳରୁ ୧, କେନ୍ଦୁଝରରୁ ୧, ନୟାଗଡ଼ରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୁଲରୁ ୨୨ ମାମଲା ରିପୋର୍ଟ ହୋଇଛି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୯୯,୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨,୭୯୯,୧୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୨୦,୯୭୪,୮୧ସାମ୍ପୁଲ ଟେଷ୍ଟ୍ ହୋଇଛି।

01 Jul 2022 By The Sakala

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍ : ୨୦୦ ଟପିଲା ଦୈନିକ କରୋନା ମାମଲା

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି ଦୈନିକ କରୋନା ସଂକ୍ରମଣ । ରାଜ୍ୟରେ ଅନେକ ଦିନ ପରେ ଦୈନିକ କରୋନା ସଂକ୍ରମଣ ୨୦୦ ପାର କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୦୪ କରୋନା ଆକ୍ରାନ୍ତ ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ୨୦୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୮, ସୁନ୍ଦରଗଡ଼ରୁ ୧୮, ବାଲେଶ୍ଵରରୁ ୮, ପୁରୀରୁ ୫, ମୟୂରଭଞ୍ଜରୁ ୫, ଭଦ୍ରକରୁ ନୂଆପଡ଼ାରୁ ୪, ସମ୍ବଲପୁରରୁ ୩, ଦେବଗଡ଼ରୁ ୩, ଭଦ୍ରକରୁ ୩, କେନ୍ଦ୍ରାପଡ଼ାରୁ ୨, ଜଗତସିଂହପୁରରୁ ୨, ଯାଜପୁରରୁ ୧, ଢେଙ୍କାନାଳରୁ ୧, କନ୍ଧମାଳରୁ ୧, କେନ୍ଦୁଝରରୁ ୧, ନୟାଗଡ଼ରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୁଲରୁ ୨୨ ମାମଲା ରିପୋର୍ଟ ହୋଇଛି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୯୯,୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨,୭୯୯,୧୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୨୦,୯୭୪,୮୧ସାମ୍ପୁଲ ଟେଷ୍ଟ୍ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର