ଭୁବନେଶ୍ବରରେ ପୁଣି ବ୍ଯାପିଲା କରୋନା, ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ୨୩ ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ (XIMB)ରୁ ୨୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ଉକ୍ତ ଶିକ୍ଷାନୁଷ୍ଠାନକୁ ଭୁବନେଶ୍ୱର ମହାନଗର ନିଗମ  ସିଲ୍‌ କରିଛି। ସେହିପରି ଉକ୍ତ ଶିକ୍ଷାନୁଷ୍ଠାନରେ ଥିବା ସମସ୍ତ ସଂସ୍ଥାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଉକ୍ତ ଶିକ୍ଷାନୁଷ୍ଠାନର ସବୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଆଜି କୋଭିଡ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ […]

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ (XIMB)ରୁ ୨୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ଉକ୍ତ ଶିକ୍ଷାନୁଷ୍ଠାନକୁ ଭୁବନେଶ୍ୱର ମହାନଗର ନିଗମ  ସିଲ୍‌ କରିଛି। ସେହିପରି ଉକ୍ତ ଶିକ୍ଷାନୁଷ୍ଠାନରେ ଥିବା ସମସ୍ତ ସଂସ୍ଥାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

ଉକ୍ତ ଶିକ୍ଷାନୁଷ୍ଠାନର ସବୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଆଜି କୋଭିଡ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସମସ୍ତ ଆକ୍ରାନ୍ତଙ୍କୁ ଗୋଟିଏ ହଷ୍ଟେଲ ରୁମ୍‌ରେ ଆଇସୋଲେସନ୍‌ରେ ରହିବା ଲାଗି କୁହାଯାଇଛି। ବିଏମସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ, ଔଷଧ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

ସୂଚନାଯୋଗ୍ୟ ଯେ,  କରୋନା ସଂକ୍ରମଣ ସଂଖ୍ୟା ପୁଣି ବଢିବରେ ଲାଗିଛି । ଗତ କିଛି ଦିନ ତଳେ କଟକର ୨ ଘରୋଇ ଶିକ୍ଷାନୁଷ୍ଠାନରୁ ୩୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହାପରେ ଉକ୍ତ ଶିକ୍ଷାନୁଷ୍ଠାନକୁ କିଛି ଦିନ ପାଇଁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର